Mark 7:33 — Compare Translations

7 translations compared side by side

Odia - 1840
"ଯୀଶୁ ସେ ଲୋକଟିକୁ ଭିଡଠାରୁ ଟିକିଏ ଦୂରକୁ ଗୋଟିଏ ପାଖକୁ ନଇଗେଲେ। ସେ ସହେି ଲୋକଟିର କାନ ଭିତ ରେ ନିଜ ଆଙ୍ଗୁଳିଗୁଡିକୁ ରଖିଲେ। ତା'ପରେ ସେ ଛପେ ପକାଇଲେ ଓ ଲୋକଟିର ଜିଭକୁ ଛୁଇଁଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ତାହାକୁ ଲୋକସମୂହ ମଧ୍ୟରୁ ଅନ୍ତର କରି ଏକାକୀ ଘେନିଯାଇ ତାହାର ଦୁଇ କାନରେ ଆପଣା ଅଙ୍ଗୁଳି ଦେଲେ ଓ ଛେପ ପକାଇ ତାହାର ଜିଭକୁ ଛୁଇଁଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ତାକୁ ଏକାକୀ ଲୋକ ଗହଳିରୁ କିଛି ଦୂରକୁ ନେଇଗଲେ। ତା’ କାନରେ ଆଙ୍ଗୁଠି ଦେଇ, ଛେପ ପକାଇ ତା’ ଜିଭକୁ ଛୁଇଁଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେ ଲୋକଟିକୁ ଭିଡ଼ଠାରୁ ଟିକିଏ ଦୂରକୁ ଗୋଟିଏ ପାଖକୁ ନେଇଗଲେ। ସେ ସେହି ଲୋକଟିର କାନ ଭିତରେ ନିଜ ଅଙ୍ଗୁଳିଗୁଡ଼ିକୁ ରଖିଲେ। ତା’ପରେ ସେ ଛେପ ପକାଇଲେ ଓ ଲୋକଟିର ଜିଭକୁ ଛୁଇଁଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ତାହାକୁ ଲୋକସମୂହ ମଧ୍ୟରୁ ଅନ୍ତର କରି ଏକାକୀ ଘେନିଯାଇ ତାହାର ଦୁଇ କାନରେ ଆପଣା ଅଙ୍ଗୁଳି ଦେଲେ ଓ ଛେପ ପକାଇ ତାହାର ଜିହ୍ୱାକୁ ଛୁଇଁଲେ,
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ତାହାକୁ ଲୋକସମୂହ ମଧ୍ୟରୁ ଅନ୍ତର କରି ଏକାକୀ ଘେନିଯାଇ ତାହାର ଦୁଇ କାନରେ ଆପଣା ଆଙ୍ଗୁଳି ଦେଲେ ଓ ଛେପ ପକାଇ ତାହାର ଜିହ୍ୱାକୁ ଛୁଇଁଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತ್ಯಾ ಮಾನ್ಸಾಕ್ ಲೊಕಾನಿಕ್ನಾ ಕಡೆಕ್ ಬಲ್ವುನ್ ಘೆವ್ನ್ ಗೆಲ್ಯಾನ್, ಅನಿ ಅಪ್ಲಿ ಬೊಟಾ ತೆಚ್ಯಾ ಕಾನಾತ್ ಘಾಟ್ಲ್ಯಾನ್, ಅನಿ ಥುಕುನ್ ತೆಚ್ಯಾ ಜಿಬ್ಲಿಕ್ ಅಪಡ್ಲ್ಯಾನ್