Mark 7:36 — Compare Translations
7 translations compared side by side
Odia - 1840
"ଯୀଶୁ ସମାନଙ୍କେୁ ଆଜ୍ଞା ଦେଲେ ଯେ ଏ ବିଷୟ ରେ କାହାକୁ କିଛି ଯେପରି ନକୁହନ୍ତି। ଯୀଶୁ ସଦା ବେଳେ ଲୋକଙ୍କୁ ଆଜ୍ଞା ଦେଉଥିଲେ ଯେ ସମାନେେ ଅନ୍ୟ କାହାକୁ ତାହାଙ୍କ ବିଷୟ ରେ କିଛି ନ କୁହନ୍ତୁ। କିନ୍ତୁ ଏହାର ପରିଣାମ ରେ ଲୋକେ ତାହାଙ୍କ ବିଷୟ ରେ ଅଧିକରୁ ଅଧିକ ପ୍ରଚାର କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଏ ବିଷୟ କାହାରିକି ନ କହିବା ନିମନ୍ତେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ; ମାତ୍ର ସେ ସେମାନଙ୍କୁ ଯେତେ ନିଷେଧ କଲେ, ସେମାନେ ସେତେ ଆହୁରି ଅଧିକ ତାହା ଘୋଷଣା କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏ ଘଟଣା ବିଷୟରେ ଅନ୍ୟମାନଙ୍କୁ କିଛି ନ ଜଣାଇବାକୁ ଯୀଶୁ ଲୋକମାନଙ୍କୁ ଆଦେଶ ଦେଲେ। କିନ୍ତୁ ଯୀଶୁ ଯେତିକି ବାରଣ କଲେ, ଲୋକେ ସେତିକି କହି ବୁଲିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେମାନଙ୍କୁ ଆଜ୍ଞା ଦେଲେ ଯେ ଏ ବିଷୟରେ କାହାକୁ କିଛି ଯେପରି ନ କୁହନ୍ତି। ଯୀଶୁ ସଦାବେଳେ ଲୋକଙ୍କୁ ଆଜ୍ଞା ଦେଉଥିଲେ ଯେ ସେମାନେ ଅନ୍ୟ କାହାକୁ ତାହାଙ୍କ ବିଷୟରେ କିଛି ନ କୁହନ୍ତୁ। କିନ୍ତୁ ଏହାର ପରିଣାମରେ ଲୋକେ ତାହାଙ୍କ ବିଷୟରେ ଅଧିକରୁ ଅଧିକ ପ୍ରଗ୍ଭର କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏ ବିଷୟ କାହାରିକୁ ନ କହିବା ନିମନ୍ତେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ; ମାତ୍ର ସେ ସେମାନଙ୍କୁ ଯେତେ ନିଷେଧ କଲେ, ସେମାନେ ସେତେ ଆହୁରି ଅଧିକ ତାହା ଘୋଷଣା କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏ ବିଷୟ କାହାରିକି ନ କହିବା ନିମନ୍ତେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ; ମାତ୍ର ସେ ସେମାନଙ୍କୁ ଯେତେ ନିଷେଧ କଲେ, ସେମାନେ ସେତେ ଆହୁରି ଅଧିକ ତାହା ଘୋଷଣା କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹಿ ಖಬರ್ ಕೊನಾಕ್ಬಿ ಸಾಂಗುನಕಾಸಿ ಮನುನ್ ಜೆಜುನ್ ತ್ಯಾ ಲೊಕಾಕ್ನಿ ಸಾಂಗ್ಲ್ಯಾನ್ ಜೆಜು ಅಪ್ನಾಚ್ಯಾ ವಿಶಯಾತ್ ಕವ್ಡೆ ಸಾಂಗುನಕಾಸಿ ಮನುನ್ ಸಾಂಗಿ, ತವ್ಡೆ ಲೊಕಾ ತೆಚಿ ಖಬರ್ ಫರ್ಗಟಿತ್.