Mark 7:37 — Compare Translations

7 translations compared side by side

Odia - 1840
"ଲୋକମାନେ ବାସ୍ତବ ରେ ଆଶ୍ଚର୍ୟ୍ଯ ହାଇେ ଯାଇଥିଲେ। ସମାନେେ କହୁଥିଲେ, ଯୀଶୁ ସବୁ କିଛି ସୁସ୍ଥ କରୁଛନ୍ତି, ଏପରିକୁ ସେ ବଧିରକୁ ଶ୍ରବଣ -ଶକ୍ତି ଓ ମୂକକୁ ବାକ୍ ଶକ୍ତି ପ୍ରଦାନ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଲୋକମାନେ ଅତ୍ୟ; ଆଶ୍ଚର୍ଯ୍ୟାନ୍ଵିତ ହୋଇ କହିଲେ, ସେ ସମସ୍ତ କର୍ମ ଉତ୍ତମ ରୂପେ କରିଅଛନ୍ତି; ସେ ବଧିରମାନଙ୍କୁ ଶୁଣିବା ଶକ୍ତି ଓ ମୂକମାନଙ୍କୁ କହିବା ଶକ୍ତି ସୁଦ୍ଧା ପ୍ରଦାନ କରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ଏସବୁ କଥା ଶୁଣିଲେ, ସେମାନେ ଅବାକ୍ ହୋଇ କହିଲେ, “ସେ କେତେ ଚମକ୍ରାରଭାବେ କାର୍ଯ୍ୟ କରୁଛନ୍ତି - ବଧିରକୁ ଶ୍ରବଣ ଶକ୍ତି, ମୂକକୁ ବାକ୍ ଶକ୍ତି ଦେଉଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ବାସ୍ତବରେ ଆଶ୍ଚର୍ଯ୍ୟ ହୋଇ ଯାଇଥିଲେ। ସେମାନେ କହୁଥିଲେ, “ଯୀଶୁ ସବୁକିଛି ସୁସ୍ଥ କରୁଛନ୍ତି, ଏପରିକି ସେ ବଧିରକୁ ଶ୍ରବଣ ଶକ୍ତି ଓ ମୂକକୁ ବାକ୍ ଶକ୍ତି ପ୍ରଦାନ କରୁଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଲୋକମାନେ ଅତ୍ୟନ୍ତ ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ସେ ସମସ୍ତ କର୍ମ ଉତ୍ତମ ରୂପେ କରିଅଛନ୍ତି; ସେ ବଧିରମାନଙ୍କୁ ଶୁଣିବା ଶକ୍ତି ଓ ମୂକମାନଙ୍କୁ କହିବା ଶକ୍ତି ସୁଦ୍ଧା ପ୍ରଦାନ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଉ ଲୋକମାନେ ଅତ୍ୟନ୍ତ ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ସେ ସମସ୍ତ କର୍ମ ଉତ୍ତମ ରୂପେ କରିଅଛନ୍ତି; ସେ ବଧିରମାନଙ୍କୁ ଶୁଣିବା ଶକ୍ତି ଓ ମୂକମାନଙ୍କୁ କହିବା ଶକ୍ତି ସୁଦ୍ଧା ପ୍ରଦାନ କରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಸಗ್ಳೆ ಆಯ್ಕಲ್ಲಿ ಲೊಕಾ ಲೈ ಅಜಾಪ್ ಹೊಲಿ ಹ್ಯೊ ಸಗ್ಳೆ ಬರೆ ಕರ್‍ತಾ! ಕಿಂವ್ಡ್ಯಾನಿ ಆಯ್ಕಿ ಸರ್ಕೆ ಕರ್‍ತಾ, ಮುಕ್ಕ್ಯಾನಿ ಬೊಲಿ ಸರ್ಕೆ ಕರ್‍ತಾ ಮನುನ್ ಮನುಕ್ಲಾಲಿ.