Mark 7:6 — Compare Translations

7 translations compared side by side

Odia - 1840
"ଯୀଶୁ କହିଲେ, ତୁମ୍ଭଭଳି କପଟୀମାନଙ୍କ ସମ୍ବନ୍ଧ ରେ ୟିଶାଇୟ ଯାହା ଭବିଷ୍ଯଦ୍ବାଣୀ କରିଥିଲେ ତାହା ଯଥାର୍ଥ, ୟିଶାଇୟ ଲେଖିଥିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେମାନଙ୍କୁ କହିଲେ, ରେ କପଟୀମାନେ, ଯିଶାଇୟ ତୁମ୍ଭମାନଙ୍କ ବିଷୟରେ ଯଥାର୍ଥ ରୂପେ ଭାବବାଣୀ କହିଅଛନ୍ତି, ଯେପରି ଲେଖାଅଛି, ଏହି ଜାତି ମୁଖରେ ଆମ୍ଭକୁ ସମାଦର କରନ୍ତି, କିନ୍ତୁ ସେମାନଙ୍କ ହୃଦୟ ଆମ୍ଭଠାରୁ ଦୂରରେ ଥାଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ଦେଲେ, “ତୁମ୍ଭମାନଙ୍କ ବିଷୟରେ ଭାବବାଦୀ ଯିଶାଇୟ ଯାହା କହିଥିଲେ, ତାହା ଯଥାର୍ଥ। ତାଙ୍କ ଲେଖା ଅନୁସାରେ ତୁମେ ସବୁ ଛଳ ଧାର୍ମିକ। ‘ଈଶ୍ୱର କହନ୍ତି, ଏହି ଲୋକମାନେ କେବଳ ମୁହଁରେ ମୋତେ ସମ୍ମାନ ଦିଅନ୍ତି କିନ୍ତୁ ହୃଦୟ ମୋ’ଠାରୁ ବହୁ ଦୂରରେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “ତୁମ୍ଭଭଳି କପଟୀମାନଙ୍କ ସମ୍ବନ୍ଧରେ ଯିଶାଇୟ ଯାହା ଭବିଷ୍ୟ‌ଦ୍‌ବାଣୀ କରିଥିଲେ ତାହା ଯଥାର୍ଥ, ଯିଶାଇୟ ଲେଖିଥିଲେ, ‘ଏ ଲୋକମାନେ କେବଳ ମୁଖରେ ମୋର ସମ୍ମାନ କରନ୍ତି, କିନ୍ତୁ ସେମାନଙ୍କ ମନ ମୋ’ଠାରୁ ବହୁ ଦୂରରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସେମାନଙ୍କୁ କହିଲେ, “ରେ କପଟୀମାନେ, ଯିଶାଇୟ ତୁମ୍ଭମାନଙ୍କ ବିଷୟରେ ଯଥାର୍ଥ ରୂପେ ଭାବବାଣୀ କହିଅଛନ୍ତି, ଯେପରି ଲେଖାଅଛି, ‘ଏହି ଜାତି ମୁଖରେ ଆମ୍ଭକୁ ସମାଦର କରନ୍ତି, କିନ୍ତୁ ସେମାନଙ୍କ ହୃଦୟ ଆମ୍ଭଠାରୁ ଦୂରରେ ଥାଏ।
Odia IRV 2017 (ଓଡିଆ ବାଇବେଲ)
ସେ ସେମାନଙ୍କୁ କହିଲେ, ରେ କପଟୀମାନେ, ଯିଶାଇୟ ତୁମ୍ଭମାନଙ୍କ ବିଷୟରେ ଯଥାର୍ଥ ରୂପେ ଭାବବାଣୀ କହିଅଛନ୍ତି, ଯେପରି ଲେଖା ଅଛି, ଏହି ଜାତି ମୁଖରେ ଆମ୍ଭକୁ ସମାଦର କରନ୍ତି, କିନ୍ତୁ ସେମାନଙ୍କ ହୃଦୟ ଆମ୍ଭଠାରୁ ଦୂରରେ ଥାଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜು ಕುಸ್ಡ್ಯಾ ಲೊಕಾನು, ಇಸಾಯಿಯಾನ್ ತುಮ್ಚ್ಯಾ ವಿಶಯಾತ್ ಹಿ ಲೊಕಾ ಅಪ್ನಾಚ್ಯಾ ತೊಂಡಾಂಚ್ಯಾ ಗೊಸ್ಟಿಯಾನಿ ಮಾಕಾ ಮಾನ್ ಕರ್‍ತ್ಯಾತ್, ಖರೆ ತೆಂಚಿ ಕಾಳ್ಜಾ ಮಾಜೆಕನ್ನಾ ಲೈ ದುರ್ ಹಾತ್‍,