Mark 7:8 — Compare Translations

7 translations compared side by side

Odia - 1840
"ତୁମ୍ଭମାନେ ପରମେଶ୍ବରଙ୍କ ଆଦେଶ ତ୍ଯାଗ କରିଛ। ଏବେ ତୁମ୍ଭମାନେେ ମନୁଷ୍ଯକୃତ ପରମ୍ପରାକୁ ଧରି ବସିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଈଶ୍ଵରଙ୍କ ଆଜ୍ଞା ପରିତ୍ୟାଗ କରି ମନୁଷ୍ୟମାନଙ୍କ ପରମ୍ପରାଗତ ରୀତିନୀତି ଧରି ବସିଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କ ବିଧାନ ବୋଲି ଶିକ୍ଷା ଦେଉଛନ୍ତି, ଈଶ୍ୱରଙ୍କ ଆଜ୍ଞା ସବୁ ପ୍ରତ୍ୟାଖ୍ୟାନ କରି ମଣିଷର ଶିକ୍ଷାକୁ ପାଳନ କରନ୍ତି’।”
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ପରମେଶ୍ୱରଙ୍କ ଆଦେଶ ତ୍ୟାଗ କରିଛ। ଏବେ ତୁମ୍ଭେମାନେ ମନୁଷ୍ୟକୃତ ପରମ୍ପରାକୁ ଧରି ବସିଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଈଶ୍ବରଙ୍କ ଆଜ୍ଞା ପରିତ୍ୟାଗ କରି ମନୁଷ୍ୟମାନଙ୍କ ପରମ୍ପରାଗତ ରୀତିନୀତି ଧରି ବସିଅଛ।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଈଶ୍ୱରଙ୍କ ଆଜ୍ଞା ପରିତ୍ୟାଗ କରି ମନୁଷ୍ୟମାନଙ୍କ ପରମ୍ପରାଗତ ରୀତିନୀତି ଧରି ବସିଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ತುಮಿ ದೆವಾನ್ ಸಾಂಗಲ್ಲೆ ಖಾಯ್ದೆ ಸೊಡುನ್, ಮಾನ್ಸಾನಿ ಕರಲ್ಲ್ಯಾ ಪದ್ಧತಿಯಾ ಪಾಳುನ್ಗೆತ್ ರ್‍ಹಾತ್ಯಾಶಿ” ಮನುನ್ ಸಾಂಗ್ಲ್ಯಾನ್.