Mark 7:9 — Compare Translations
7 translations compared side by side
Odia - 1840
"ଯୀଶୁ ପୁଣି ସମାନଙ୍କେୁ କହିଲେ, ନିଜ ପରମ୍ପରା ପାଳନ କରିବା ପାଇଁ ତୁମ୍ଭମାନେେ ପରମେଶ୍ବରଙ୍କ ଆଦେଶ ତ୍ଯାଗ କରି ଦଇେ ନିଜକୁ ଚତୁର ବୋଲି ଭାବୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣା ପରମ୍ପରାଗତ ରୀତିନୀତି ପାଳନ କରିବା ନିମନ୍ତେ ଈଶ୍ଵରଙ୍କ ଆଜ୍ଞା ବେଶ୍ ଅଗ୍ରାହ୍ୟ କରୁଅଛ!ଣହିତୋ. ୧:୨୫
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ପୁନର୍ବାର କହିଲେ, “ଈଶ୍ୱରଙ୍କ ବିଧାନକୁ ଉପେକ୍ଷା କରି ନିଜ ଶିକ୍ଷାକୁ ଧରି ରଖିବା ପାଇଁ ତୁମ୍ଭେମାନେ ଚତୁର ଉପାୟ ଅବଲମ୍ବନ କରିଛ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ପୁଣି ସେମାନଙ୍କୁ କହିଲେ, “ନିଜ ପରମ୍ପରା ପାଳନ କରିବା ପାଇଁ ତୁମ୍ଭେମାନେ ପରମେଶ୍ୱରଙ୍କ ଆଦେଶ ତ୍ୟାଗ କରି ଦେଇ ନିଜକୁ ଚତୁର ବୋଲି ଭାବୁଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଆପଣା ପରମ୍ପରାଗତ ରୀତିନୀତି ପାଳନ କରିବା ନିମନ୍ତେ ଈଶ୍ବରଙ୍କ ଆଜ୍ଞା ଅଧିକ ଅଗ୍ରାହ୍ୟ କରୁଅଛ!
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣା ପରମ୍ପରାଗତ ରୀତିନୀତି ପାଳନ କରିବା ନିମନ୍ତେ ଈଶ୍ୱରଙ୍କ ଆଜ୍ଞା ଅଧିକ ଅଗ୍ରାହ୍ୟ କରୁଅଛ!
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಫಿಡೆ ಬೊಲುನ್ಗೆತ್ ಜೆಜುನ್ “ತುಮಿ ತುಮ್ಚೆ ಖಾಯ್ದೆ ಪಾಳು ಸಾಟ್ನಿ ದೆವಾಚೆ ಖಾಯ್ದೆ ತಿರಸ್ಕಾರ್ ಕರ್ತಲ್ಯಾತ್ ಉಶಾರ್ ಹಾಸಿ!”ಮಟ್ಲ್ಯಾನ್