Mark 8:10 — Compare Translations
7 translations compared side by side
Odia - 1840
"ଫାରୂଶୀମାନେ ଯୀଶୁଙ୍କୁ ପରୀକ୍ଷା କରିବାକୁ ଚାହିଁଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାପରେ ସେ ସେମାନଙ୍କୁ ବିଦାୟ ଦେଲେ ଓ ସେହିକ୍ଷଣି ଆପଣା ଶିଷ୍ୟମାନଙ୍କ ସହିତ ନୌକାରେ ଚଢ଼ି ଦଲ୍ମନୂଥା ଅଞ୍ଚଳକୁ ଆସିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ଯୀଶୁ ଲୋକମାନଙ୍କୁ ବିଦାୟ ଦେଇ ଶିଷ୍ୟମାନଙ୍କ ସହ ନୌକାରେ ଚଢ଼ି ବଲ୍ମନୁା ପ୍ରଦେଶକୁ ପ୍ରସ୍ଥାନ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ ଶିଷ୍ୟମାନଙ୍କ ସହ ଡଙ୍ଗାରେ ବସି ଦଲ୍ମନୂଥା ଅଞ୍ଚଳକୁ ଗ୍ଭଲିଗଲେ। ଫାରୂଶୀମାନେ ଯୀଶୁଙ୍କୁ ପରୀକ୍ଷା କରିବାକୁ ଗ୍ଭହିଁଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ପରେ ସେ ସେମାନଙ୍କୁ ବିଦାୟ ଦେଲେ ଓ ସେହିକ୍ଷଣି ଆପଣା ଶିଷ୍ୟମାନଙ୍କ ସହିତ ନୌକାରେ ଚଢ଼ି ଦଲ୍ମନୂଥା ଅଞ୍ଚଳକୁ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ତାହା ପରେ ସେ ସେମାନଙ୍କୁ ବିଦାୟ ଦେଲେ ଓ ସେହିକ୍ଷଣି ଆପଣା ଶିଷ୍ୟମାନଙ୍କ ସହିତ ନୌକାରେ ଚଢ଼ି ଦଲ୍ମନୂଥା ଅଞ୍ଚଳକୁ ଆସିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆ ಹೊಲ್ಲ್ಯಾ ಮಾನಾ ಜೆಜು ಡೊನಿತ್ ಚಡುನ್ ಅಪ್ನಾಚ್ಯಾ ಶಿಸಾಂಚ್ಯಾ ವಾಂಗ್ಡಾ “ದಲ್ಮನುಥ” ಮನ್ತಲ್ಯಾ ಗಾವಾಕ್ ಗೆಲೊ.