Mark 8:11 — Compare Translations
7 translations compared side by side
Odia - 1840
"ଫୀରୂଶୀମାନେ ଯୀଶୁଙ୍କ ପାଖକୁ ଆସି ଯୀଶୁଙ୍କୁ ପରୀକ୍ଷା କରିବାକୁ ପ୍ରଶ୍ନ ପଚାରିଲେ। ସମାନେେ ଯୀଶୁଙ୍କୁ ପରୀକ୍ଷା କରିବାକୁ ଚାହୁଁଥିଲେ। ତେଣୁ ସମାନେେ ଯୀଶୁଙ୍କୁ, ସେ ପରମେଶ୍ବରଙ୍କ ପାଖରୁ ଆସିଛନ୍ତି ବୋଲି ପ୍ରମାଣିତ କରୀବା ପାଇଁ ଆଶ୍ଚର୍ୟ୍ଯ-କର୍ମ କରିବାକୁ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ଫାରୂଶୀମାନେ ବାହାରି ଆସି ତାହାଙ୍କ ସାଙ୍ଗରେ ବାଦାନୁବାଦ କରିବାକୁ ଲାଗିଲେ ଓ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ଆକାଶରୁ ଗୋଟିଏ ଚିହ୍ନ ମାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦିନେ କେତେଜଣ ଫାରୁଶୀ ଯୀଶୁଙ୍କ ନିକଟକୁ ଆସି ତାଙ୍କ ସହିତ ତର୍କ କରିବାକୁ ଲାଗିଲେ। ଯୀଶୁଙ୍କ ଦୋଷ ତ୍ରୁଟି ଧରିବା ପାଇଁ ଫାନ୍ଦ ପାତି ସେମାନେ ତାଙ୍କୁ ଅନୁରୋଧ କଲେ ଗୋଟିଏ ଅଲୌକିକ କାର୍ଯ୍ୟ କରି ସେ ପ୍ରମାଣ କରନ୍ତୁ ଯେ, ତାଙ୍କ ପ୍ରତି ଈଶ୍ୱରଙ୍କ ସମର୍ଥନ ରହିଛି।
Odia Bible ERV 2004 (ପବିତ୍ର ବାଇବଲ)
କିଛି ଲୋକ ଯୀଶୁଙ୍କର ଅଧିକାରକୁ ସନ୍ଦେହ କରନ୍ତି ଫୀରୂଶୀମାନେ ଯୀଶୁଙ୍କ ପାଖକୁ ଆସି ଯୀଶୁଙ୍କୁ ପରୀକ୍ଷା କରିବାକୁ ପ୍ରଶ୍ନ ପଗ୍ଭରିଲେ। ସେମାନେ ଯୀଶୁଙ୍କୁ ପରୀକ୍ଷା କରିବାକୁ ଗ୍ଭହୁଁଥିଲେ। ତେଣୁ ସେମାନେ ଯୀଶୁଙ୍କୁ, ସେ ପରମେଶ୍ୱରଙ୍କ ପାଖରୁ ଆସିଛନ୍ତି ବୋଲି ପ୍ରମାଣିତ କରୀବା ପାଇଁ ଆଶ୍ଚର୍ଯ୍ୟକର୍ମ କରିବାକୁ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ଫାରୂଶୀମାନେ ବାହାରି ଆସି ତାହାଙ୍କ ସାଙ୍ଗରେ ବାଦାନୁବାଦ କରିବାକୁ ଲାଗିଲେ ଓ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ଆକାଶରୁ ଗୋଟିଏ ଚିହ୍ନ ମାଗିଲେ।
Odia IRV 2017 (ଓଡିଆ ବାଇବେଲ)
ପରେ ଫାରୂଶୀମାନେ ବାହାରି ଆସି ତାହାଙ୍କ ସାଙ୍ଗରେ ବାଦାନୁବାଦ କରିବାକୁ ଲାଗିଲେ ଓ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ଆକାଶରୁ ଗୋଟିଏ ଚିହ୍ନ ମାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಫಾರಿಜೆವ್ ಯೆಲೆ ಅನಿ ಕಾಯ್ತರ್ ಚುಕ್ ಹುಡ್ಕುಕ್ ಮನುನ್, ತಿಯಾ ದೆವಾಕ್ನಾ ಯೆಲ್ಲೊ ಮನುನ್ ದಾಕ್ವುಕ್ ಸರ್ಗಾ ವೈನಾ ಎಕ್ ಮೊಟೊ ವಳಕ್ ಕರುನ್ ದಾಕ್ವು ಮನುನ್ ತೆಚೆಕ್ಡೆ ವಾದ್ ಕರುಕ್ ಲಾಗ್ಲೆ.