Mark 8:13 — Compare Translations
7 translations compared side by side
Odia - 1840
"ତା'ପରେ ଯୀଶୁ ଫାରୂଶୀମାନଙ୍କୁ ଛାଡି ପୁନଃ ଡଙ୍ଗା ଭିତରକୁ ଚାଲି ଆସିଲେ। ସେ ଡଙ୍ଗା ରେ ବସି ହ୍ରଦର ଅପର ପାରିକୁ ଚାଲିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ସେମାନଙ୍କୁ ଛାଡ଼ି ପୁନର୍ବାର ନୌକାରେ ଚଢ଼ି ଆର ପାରିକି ବାହାରିଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା କହି ଯୀଶୁ ସେମାନଙ୍କୁ ଛାଡ଼ି ନୌକାକୁ ଫେରି ଆସିଲେ ଏବଂ ହ୍ରଦର ଆରପାରିକୁ ଯାତ୍ରା କଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ ଫାରୂଶୀମାନଙ୍କୁ ଛାଡ଼ି ପୁନଃ ଡଙ୍ଗା ଭିତରକୁ ଗ୍ଭଲି ଆସିଲେ। ସେ ଡଙ୍ଗାରେ ବସି ହ୍ରଦର ଅପର ପାରିକୁ ଗ୍ଭଲିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ସେମାନଙ୍କୁ ଛାଡ଼ି ପୁନର୍ବାର ନୌକାରେ ଚଢ଼ି ଆରପାରିକୁ ବାହାରିଗଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ସେମାନଙ୍କୁ ଛାଡ଼ି ପୁନର୍ବାର ନୌକାରେ ଚଢ଼ି ଆରପାରିକି ବାହାରିଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ತೊ ಥೈತ್ನಾ ಢೊನಿತ್ ಚಡುನ್ ಸಮುಂದರಾಚ್ಯಾ ತಿಕುಲ್ಯಾ ದಂಡೆಕ್ ಗೆಲೊ.