Mark 8:15 — Compare Translations

7 translations compared side by side

Odia - 1840
"ଯୀଶୁ ସମାନଙ୍କେୁ ଚତାବେନୀ ଦଇେ କହିଲେ, ସାବଧାନ; ଫାରୂଶୀ ଓ େ ହରୋଦଙ୍କ ଖମୀର ଠାରୁ ଦୂର ରେ ରୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ଯୀଶୁ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ, ସତର୍କ ହୁଅ, ଫାରୂଶୀମାନଙ୍କ ଓ ହେରୋଦଙ୍କ ଖମୀରଠାରୁ ସାବଧାନ ହୋଇଥାଅ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କୁ ସତର୍କ କରିଦେଇ କହିଲେ, “ସାବଧାନ, ଫାରୁଶୀମାନଙ୍କର ଓ ହେରୋଦଙ୍କର ଖମୀରଠାରୁ ସତର୍କ ରୁହ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେମାନଙ୍କୁ ଚେତାବନୀ ଦେଇ କହିଲେ, “ସାବଧାନ; ଫାରୂଶୀ ଓ ହେରୋଦଙ୍କ ଖମୀର ଠାରୁ ଦୂରରେ ରୁହ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ, “ସତର୍କ ହୁଅ, ଫାରୂଶୀମାନଙ୍କ ଓ ହେରୋଦଙ୍କ ଖମୀରଠାରୁ ସାବଧାନ ହୋଇଥାଅ।”
Odia IRV 2017 (ଓଡିଆ ବାଇବେଲ)
ପରେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ, ସତର୍କ ହୁଅ, ଫାରୂଶୀମାନଙ୍କ ଓ ହେରଦଙ୍କ ଖମୀରଠାରୁ ସାବଧାନ ହୋଇଥାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತೆಂಕಾ ಫಾರಿಜೆವಾಂಚ್ಯಾ ಅನಿ ಹೆರೊದಿಚ್ಯಾ ಲೊಕಾಂಚ್ಯಾ ಸೊಡ್ಯಾಚ್ಯಾ ವಿಶಯಾತ್ ಉಶಾರ್ ರ್‍ಹಾವಾ, ಮನುನ್ ಉಶಾರ್ಕಿ ದಿಲ್ಯಾನ್.