Mark 8:16 — Compare Translations
7 translations compared side by side
Odia - 1840
"ଶିଷ୍ଯମାନେ ଏହାର ଅର୍ଥ ବିଷୟ ରେ ଆଲୋଚନା କଲେ। ସମାନେେ କହିଲେ, ଆମ୍ଭମାନଙ୍କ ପାଖ ରେ ରୋଟୀ ନାହିଁ ବୋଲି ଯୀଶୁ ଏକଥା କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଆମ୍ଭମାନଙ୍କ ପାଖରେ ରୋଟୀ ନାହିଁ ବୋଲି ସେ ଏହା କହୁଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶିଷ୍ୟମାନେ ଏ ବିଷୟରେ ପରସ୍ପର ସହିତ ଆଲୋନା କରି କହିଲେ, “ଆମେ ସଙ୍ଗରେ ରୋଟୀ ନ ଆଣିବାରୁ ସେ ଏକଥା କହୁଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ଶିଷ୍ୟମାନେ ଏହାର ଅର୍ଥ ବିଷୟରେ ଆଲୋଚନା କଲେ। ସେମାନେ କହିଲେ, “ଆମ୍ଭମାନଙ୍କ ପାଖରେ ରୋଟୀ ନାହିଁ ବୋଲି ଯୀଶୁ ଏ କଥା କହିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଆମ୍ଭମାନଙ୍କ ପାଖରେ ରୁଟି ନାହିଁ ବୋଲି ସେ ଏହା କହୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଆମ୍ଭମାନଙ୍କ ପାଖରେ ରୁଟି ନାହିଁଁ ବୋଲି ସେ ଏହା କହୁଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೆನಿ “ಅಮ್ಚೆಕ್ಡೆ ಭಾಕ್ರಿಯಾ ನಾತ್ ಮನುನ್ ತೆನಿ ತಸೆ ಮಟ್ಲ್ಯಾನ್ ಕಾಯ್ಕಿ ” ಮನುನ್ ತೆಂಚ್ಯಾ-ತೆಂಚ್ಯಾ ಮದ್ದಿ ಬೊಲುನ್ ಘೆಟ್ಲ್ಯಾನಿ.