Mark 8:17 — Compare Translations

7 translations compared side by side

Odia - 1840
"ସମାନେେ କ'ଣ କଥାବାର୍ତ୍ତା ହେଉଛନ୍ତି ତାହା ଯୀଶୁ ଜାଣି ପାରିଲେ, ତେଣୁ ସେ ସମାନଙ୍କେୁ କହିଲେ, ରୋଟୀ ନାହିଁ ବୋଲି ତୁମ୍ଭମାନେେ କାହିଁକି ତର୍କ ବିତର୍କ କରୁଛ? ଏବେ ସୁଦ୍ଧା ତୁମ୍ଭମାନେେ ଦେଖି ପାରୁନ କି ବୁଝି ପାରୁନ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ତାହା ଜାଣି ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ପାଖରେ ରୋଟୀ ନାହିଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ? ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ଜାଣୁ ନାହଁ କି ବୁଝୁ ନାହଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ କଅଣ ଆଲୋଚନା କରୁଛନ୍ତି, ଜାଣିପାରି ଯୀଶୁ କହିଲେ, “ପାଖରେ ରୋଟୀ ନାହିଁ ବୋଲି ଏତେ ଆଲୋଚନା କରୁଛ କାହିଁକି? ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ଜାଣି ପାରୁ ନାହଁ କି ବୁଝି ପାରୁ ନାହଁ? ଏତେ ନିର୍ବୋଧ ତୁମ୍ଭେମାନେ!
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କ’ଣ କଥାବାର୍ତ୍ତା ହେଉଛନ୍ତି ତାହା ଯୀଶୁ ଜାଣି ପାରିଲେ, ତେଣୁ ସେ ସେମାନଙ୍କୁ କହିଲେ, “ରୋଟୀ ନାହିଁ ବୋଲି ତୁମ୍ଭେମାନେ କାହିଁକି ତର୍କ ବିତର୍କ କରୁଛ? ଏବେ ସୁଦ୍ଧା ତୁମ୍ଭେମାନେ ଦେଖି ପାରୁନ କି ବୁଝି ପାରୁନ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତାହା ଜାଣି ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପାଖରେ ରୁଟି ନାହିଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ? ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ଜାଣୁ ନାହଁ କି ବୁଝୁ ନାହଁ?
Odia IRV 2017 (ଓଡିଆ ବାଇବେଲ)
ସେ ତାହା ଜାଣି ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ପାଖରେ ରୁଟି ନାହିଁଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ? ତୁମ୍ଭେମାନେ କ'ଣ ଏପର୍ଯ୍ୟନ୍ତ ଜାଣୁ ନାହଁ କି ବୁଝୁ ନାହଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಬೊಲ್ತಲೆ ಜೆಜುಕ್ ಕಳ್ಳೆ ತನ್ನಾ ಜೆಜುನ್ “ತುಮಿ ಭಾಕ್ರಿಯಾನಾತ್ ಮನುನ್ ಕಶ್ಯಾಕ್ ಬೊಲುಲ್ಯಾಸಿ? ಅಜುನ್ ತುಮ್ಕಾ ಕಳುಕ್ ನಾ? ತುಮ್ಚಿ ಟಕ್ಲಿ ತೌಡಿಬಿ ಮಡ್ಡ್ ಹೊಲ್ಯಾತ್ ಕಾಯ್?