Mark 8:2 — Compare Translations
7 translations compared side by side
Odia - 1840
"ଏ ଲୋକମାନଙ୍କ ପାଇଁ ମାେତେ ବଡ ଦୁଃଖ ଲାଗୁଛି। ସମାନେେ ମାେ ସହିତ ତିନି ଦିନ ହେଲା ଅଛନ୍ତି। ଅଥଚ ବର୍ତ୍ତମାନ ସମାନଙ୍କେ ପାଖ ରେ ଖାଇବାକୁ କିଛି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୋକସମୂହ ପ୍ରତି ମୋହର ଦୟା ହେଉଅଛି, କାରଣ ଏମାନେ ତିନି ଦିନ ହେଲାଣି ମୋʼ ସାଙ୍ଗରେ ରହିଅଛନ୍ତି ଓ ଏମାନଙ୍କ ପାଖରେ କିଛି ଖାଇବାକୁ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଏହି ଲୋକମାନେ ତିନି ଦିନ ହେଲା ମୋ’ ନିକଟରେ ଅଛନ୍ତି। ବର୍ତ୍ତମାନ ସେମାନଙ୍କ ପାଖରେ ଖାଇବା ପାଇଁ କିଛି ନ ଥିବାରୁ ମୋତେ ଦୁଃଖ ଲାଗୁଛି।
Odia Bible ERV 2004 (ପବିତ୍ର ବାଇବଲ)
“ଏ ଲୋକମାନଙ୍କ ପାଇଁ ମୋତେ ବଡ଼ ଦୁଃଖ ଲାଗୁଛି। ସେମାନେ ମୋ’ ସହିତ ତିନି ଦିନ ହେଲା ଅଛନ୍ତି। ଅଥଚ ବର୍ତ୍ତମାନ ସେମାନଙ୍କ ପାଖରେ ଖାଇବାକୁ କିଛି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଲୋକସମୂହ ପ୍ରତି ମୋହର ଦୟା ହେଉଅଛି, କାରଣ ଏମାନେ ତିନି ଦିନ ହେଲାଣି ମୋʼ ସାଙ୍ଗରେ ରହିଅଛନ୍ତି ଓ ଏମାନଙ୍କ ପାଖରେ କିଛି ଖାଇବାକୁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଲୋକସମୂହ ପ୍ରତି ମୋହର ଦୟା ହେଉଅଛି, କାରଣ ଏମାନେ ତିନି ଦିନ ହେଲାଣି ମୋ' ସାଙ୍ଗରେ ରହିଅଛନ୍ତି ଓ ଏମାନଙ୍କ ପାଖରେ କିଛି ଖାଇବାକୁ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಹ್ಯಾ ಲೊಕಾಕ್ನಿ ಬಗುನ್ ಮಾಕಾ ಪಾಪ್ ದಿಸುಕ್ ಲಾಗ್ಲಾ, ತಿನ್ ದಿಸಾ ಹೊಲಿ ಹಿ ಲೊಕಾ ಮಾಜ್ಯಾ ವಾಂಗ್ಡಾ ಹಾತ್, ತೆಂಚ್ಯಾಕ್ಡೆ ಜೆವ್ನಾಕ್ ಕಾಯ್ಬಿ ನಾ.