Mark 8:21 — Compare Translations
7 translations compared side by side
Odia - 1840
"ତା'ପରେ ୟିଶୁ ସମାନଙ୍କେୁ କହିଲେ, ମୁଁ ଯାହା କରିଥିଲି, ସେ ସବୁ ତୁମ୍ଭମାନେେ ମନେ ରଖିଛ। ଅଥଚ ଏବେ ମଧ୍ଯ ତୁମ୍ଭମାନେେ କିଛି ବୁଝି ପାରୁନାହଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ବୁଝୁ ନାହଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ପ୍ରଶ୍ନ କଲେ, “ତଥାପି କଅଣ ତୁମ୍ଭେମାନେ କିଛି ବୁଝି ପାରୁ ନାହଁ?”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ ସେମାନଙ୍କୁ କହିଲେ, “ମୁଁ ଯାହା କରିଥିଲି, ସେ ସବୁ ତୁମ୍ଭେମାନେ ମନେ ରଖିଛ। ଅଥଚ ଏବେ ମଧ୍ୟ ତୁମ୍ଭେମାନେ କିଛି ବୁଝି ପାରୁ ନାହଁ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ବୁଝୁ ନାହଁ?”
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ କ'ଣ ଏପର୍ଯ୍ୟନ୍ତ ବୁଝୁ ନାହଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ “ಅನಿ ಅಜುನ್ಬಿ ತುಮ್ಕಾ ಕಳಿನಾ?” ಮನುನ್ ಇಚಾರ್ಲ್ಯಾನ್.