Mark 8:23 — Compare Translations
7 translations compared side by side
Odia - 1840
"ଯୀଶୁ ଅନ୍ଧ ଲୋକଟିର ହାତ ଧରି ତାକୁ ଗାଁ ବାହାରକୁ କଢାଇ ନଇଗେଲେ। ସେ ଅନ୍ଧଟିର ଆଖି ରେ ଛପେ ପକାଇଲେ। ତା ଉପରେ ହାତ ରଖି ତାକୁ ପଚାରିଲେ, ତୁମ୍ଭେ କିଛି ଦେଖି ପାରୁଛ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ଯୀଶୁ ଅନ୍ଧଟିର ହାତ ଧରି ତାହାକୁ ଗାଁ ବାହାରକୁ ଘେନିଗଲେ, ପୁଣି ତାହାର ଆଖିରେ ଛେପ ପକାଇ ଓ ତାହା ଉପରେ ହାତ ଥୋଇ ତାହାକୁ ପଚାରିଲେ, ତୁମ୍ଭେ କି କିଛି ଦେଖୁଅଛ?
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଅନ୍ଧର ହାତ ଧରି ତାକୁ ଗ୍ରାମର ବାହାରକୁ ନେଇଗଲେ। ସେଠାରେ ତା’ର ଆଖିରେ ଛେପ ଲଗାଇ ତା’ ଦେହରେ ହାତ ରଖି ତାକୁ ପଚାରିଲେ, “କିଛି ଦେଖି ପାରୁଛ?”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଅନ୍ଧ ଲୋକଟିର ହାତ ଧରି ତାକୁ ଗାଁ ବାହାରକୁ କଢ଼ାଇ ନେଇଗଲେ। ସେ ଅନ୍ଧଟିର ଆଖିରେ ଛେପ ପକାଇଲେ। ତା’ ଉପରେ ହାତ ରଖି ତାକୁ ପଗ୍ଭରିଲେ, “ତୁମ୍ଭେ କିଛି ଦେଖି ପାରୁଛ କି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ସେ ଅନ୍ଧଟିର ହାତ ଧରି ତାହାକୁ ଗାଁ ବାହାରକୁ ଘେନିଗଲେ, ପୁଣି, ତାହାର ଅାଖିରେ ଛେପ ପକାଇ ଓ ତାହା ଉପରେ ହାତ ଥୋଇ ତାହାକୁ ପଚାରିଲେ, ତୁମ୍ଭେ କି କିଛି ଦେଖୁଅଛ?
Odia IRV 2017 (ଓଡିଆ ବାଇବେଲ)
ତେଣୁ ସେ ଅନ୍ଧଟିର ହାତ ଧରି ତାହାକୁ ଗାଁ ବାହାରକୁ ଘେନିଗଲେ, ପୁଣି, ତାହାର ଅାଖିରେ ଛେପ ପକାଇ ଓ ତାହା ଉପରେ ହାତ ଥୋଇ ତାହାକୁ ପଚାରିଲେ, ତୁମ୍ଭେ କି କିଛି ଦେଖୁଅଛ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತ್ಯಾ ಕುಡ್ಡ್ಯಾಕ್ ಹಾತ್ ಧರುನ್ ಗಾಂವಾಂಚ್ಯಾ ಭಾಯ್ರ್ ಘೆವ್ನ್ ಗೆಲ್ಯಾನ್ ಅನಿ ತೆಚ್ಯಾ ಡೊಳ್ಯಾ ವೈನಿ ಥುಕುನ್ ತೆಚ್ಯಾ ವರ್ತಿ ಹಾತ್ ಥವ್ಲ್ಯಾನ್, ಅನಿ “ಅತ್ತಾ ತುಕಾ ದಿಸುಕ್ ಲಾಗ್ಲಾ ಕಾಯ್ ನಾ?” ಮನುನ್ ಇಚಾರ್ಲ್ಯಾನ್.