Mark 8:25 — Compare Translations

7 translations compared side by side

Odia - 1840
"ଯୀଶୁ ପୁଣି ଥରେ ଅନ୍ଧଟିର ଆଖି ଉପରେ ହାତ ରଖିଲେ। ତା'ର ଆଖି ଭଲ ହାଇେ ଯାଇଥିଲା ଓ ସେ ସବୁକିଛି ସ୍ପଷ୍ଟ ଦେଖି ପାରୁଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ପରେ ସେ ପୁଣି ତାହାର ଆଖିରେ ହାତ ଦେଲେ; ସେଥିରେ ସେ ସ୍ପଷ୍ଟ ରୂପେ ଦେଖିଲା ଓ ସୁସ୍ଥ ହୋଇ ଏକଦୃଷ୍ଟିରେ ସମସ୍ତ ବିଷୟକୁ ଚାହିଁବାକୁ ଲାଗିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଏଥିରେ ଲୋକଟିର ଆଖି ଉପରେ ନିଜ ହାତ ରଖିଲେ ଓ ଲୋକଟି ଭଲ କରି ନିରୀକ୍ଷଣ କଲା। ହଠାତ୍ ତା’ର ଦୃଷ୍ଟିଶକ୍ତି ଫେରି ଆସିଲା ଓ ସେ ସ୍ପଷ୍ଟଭାବେ ଦେଖି ପାରିଲା।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ପୁଣି ଥରେ ଅନ୍ଧଟିର ଆଖି ଉପରେ ହାତ ରଖିଲେ। ତା’ର ଆଖି ଭଲ ହୋଇଯାଇଥିଲା ଓ ସେ ସବୁକିଛି ସ୍ପଷ୍ଟ ଦେଖି ପାରୁଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ପରେ ଯୀଶୁ ପୁଣି, ତାହାର ଆଖିରେ ହାତ ଦେଲେ; ସେଥିରେ ସେ ସ୍ପଷ୍ଟ ରୂପେ ଦେଖିଲା ଓ ସୁସ୍ଥ ହୋଇ ଏକଦୃଷ୍ଟିରେ ସମସ୍ତ ବିଷୟକୁ ଚାହିଁବାକୁ ଲାଗିଲା।
Odia IRV 2017 (ଓଡିଆ ବାଇବେଲ)
ତାହା ପରେ ଯୀଶୁ ପୁଣି, ତାହାର ଆଖିରେ ହାତ ଦେଲେ; ସେଥିରେ ସେ ସ୍ପଷ୍ଟରୂପେ ଦେଖିଲା ଓ ସୁସ୍ଥ ହୋଇ ଏକଦୃଷ୍ଟିରେ ସମସ୍ତ ବିଷୟକୁ ଚାହିଁଁବାକୁ ଲାଗିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ಅನಿ ಎಗ್ದಾ ಅಪ್ಲೊ ಹಾತ್ ತೆಚ್ಯಾ ಡೊಳ್ಯಾಕ್ನಿ ಲಾವ್ಲ್ಯಾನ್. ತೆಕಾ ಬರೆ ದಿಸುಕ್ ಲಾಗ್ಲೆ ತೆಚೆ ಡೊಳೆ ಸಮಾ ಹೊಲೆ.