Mark 8:26 — Compare Translations

7 translations compared side by side

Odia - 1840
"ଯୀଶୁ ତାକୁ ଘରକୁ ପଠଇେ ଦେଲେ ଓ କହିଲେ, ଗାଁ ଭିତରକୁ ତୁମ୍ଭେ ଏବେ ଆଦୌ ୟିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ଯୀଶୁ ତାହାକୁ ତାହାର ଘରକୁ ପଠାଇଦେଇ କହିଲେ, ଏ ଗାଁ ଭିତରକୁ ସୁଦ୍ଧା ଯାଅ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ତାକୁ ସେହି ଗ୍ରାମକୁ ଫେରି ନ ଯିବାକୁ ଆଦେଶ ଦେଇ ତା’ ଘରକୁ ପଠାଇ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ତାକୁ ଘରକୁ ପଠେଇ ଦେଲେ ଓ କହିଲେ, “ଗାଁ ଭିତରକୁ ତୁମ୍ଭେ ଏବେ ଆଦୌ ଯିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ଯୀଶୁ ତାହାକୁ ତାହାର ଘରକୁ ପଠାଇଦେଇ କହିଲେ, “ଏ ଗାଁ ଭିତରକୁ ସୁଦ୍ଧା ଯାଅ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ପରେ ଯୀଶୁ ତାହାକୁ ତାହାର ଘରକୁ ପଠାଇଦେଇ କହିଲେ, ଏ ଗାଁ ଭିତରକୁ ସୁଦ୍ଧା ଯାଅନାହିଁଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತೆಕಾ “ತಿಯಾ ತುಮ್ಚ್ಯಾ ಘರಾಕ್ ಜಾ, ಗಾಂವಾತ್ ಜವ್ನಕೊ” ಮನುನ್ ಖಡಕ್ ತಾಕಿತ್ ದಿವ್ನ್ ಧಾಡುನ್ ದಿಲ್ಯಾನ್.