Mark 8:28 — Compare Translations

7 translations compared side by side

Odia - 1840
"ସମାନେେ କହିଲେ, କେତକେ ଲୋକ କହୁଛନ୍ତି, ଆପଣ ବାପ୍ତିଜକ ଯୋହନ; ଆନ୍ଯମାନେ କହୁଛନ୍ତି ଆପଣ ଏଲିୟ; ଏବଂ ଆଉ କେତକେ କହୁଛନ୍ତି ଆପଣ ଭାବବାଦୀମାନଙ୍କ ମଧ୍ଯରୁ ଜଣେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେମାନେ ତାହାଙ୍କୁ କହିଲେ, ବାପ୍ତିଜକ ଯୋହନ, ଆଉ କେହି କେହି ଏଲୀୟ, କିନ୍ତୁ କେହି କେହି କହନ୍ତି, ଭାବବାଦୀମାନଙ୍କ ମଧ୍ୟରୁ ଜଣେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଉତ୍ତର ଦେଲେ, “କେତେକ କହୁଛନ୍ତି, ଆପଣ ଏଲିୟ। ପୁଣି ଅନ୍ୟମାନେ ମନେ କରୁଛନ୍ତି, ଆପଣ ଭାବବାଦୀମାନଙ୍କ ମଧ୍ୟରୁ ଜଣେ।”
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କହିଲେ, “କେତେକ ଲୋକ କହୁଛନ୍ତି, ଆପଣ ବାପ୍ତିଜକ ଯୋହନ; ଅନ୍ୟମାନେ କହୁଛନ୍ତି ଆପଣ ଏଲିୟ; ଏବଂ ଆଉ କେତେକ କହୁଛନ୍ତି ଆପଣ ଭାବବାଦୀମାନଙ୍କ ମଧ୍ୟରୁ ଜଣେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେମାନେ ତାହାଙ୍କୁ କହିଲେ, ବାପ୍ତିଜକ ଯୋହନ, ଆଉ କେହି କେହି ଏଲୀୟ, କିନ୍ତୁ କେହି କେହି କହନ୍ତି, ଭାବବାଦୀମାନଙ୍କ ମଧ୍ୟରୁ ଜଣେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେମାନେ ତାହାଙ୍କୁ କହିଲେ, ବାପ୍ତିଜକ ଯୋହନ, ଆଉ କେହି କେହି ଏଲିୟ, କିନ୍ତୁ କେହି କେହି କହନ୍ତି, ଭାବବାଦୀମାନଙ୍କ ମଧ୍ୟରୁ ଜଣେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಶಿಸಾನಿ ಉಲ್ಲೆ ಜಾನಾ ತುಕಾ ಬಾಲ್ತಿಮ್‍ ದಿತಲೊ ಜುವಾಂವ್ ಮನ್ತ್ಯಾತ್, ಅನಿ ಉಲ್ಲೆ ಜಾನಾ “ಎಲಿಯಾ” ಮನ್ತ್ಯಾತ್, ಅನಿ ಉಲ್ಲೆ ಜಾನಾ; ಎಕ್ಲೊ ದೆವಾಚ್ಯಾ ವಿಶಯಾತ್ ಸಾಂಗ್ತಲೊ; ಮನ್ತ್ಯಾತ್ ಮನುನ್ ಸಾಂಗ್ಲ್ಯಾನಿ.