Mark 8:29 — Compare Translations

7 translations compared side by side

Odia - 1840
"ଯୀଶୁ ସମାନଙ୍କେୁ ପଚାରିଲେ, ମୁଁ କିଏ ବୋଲି ତୁମ୍ଭମାନେ କ'ଣ କହୁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସେମାନଙ୍କୁ ପଚାରିଲେ, କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଅଣ କହୁଅଛ? ପିତର ତାହାଙ୍କୁ ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କୁ ପଚାରିଲେ, “ଆଉ ତୁମ୍ଭେମାନେ କ’ଣ ଭାବୁଛ? ମୁଁ କିଏ, ଏ ବିଷୟରେ ତୁମେ କଅଣ କହୁଛ?”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ମୁଁ କିଏ ବୋଲି ତୁମ୍ଭେମାନେ କ’ଣ କହୁଛ?” ପିତର ଉତ୍ତର ଦେଲେ, “ଆପଣ ଖ୍ରୀଷ୍ଟ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସେମାନଙ୍କୁ ପଚାରିଲେ, “କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଅଣ କହୁଅଛ?” ପିତର ତାହାଙ୍କୁ ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ।
Odia IRV 2017 (ଓଡିଆ ବାଇବେଲ)
ସେ ସେମାନଙ୍କୁ ପଚାରିଲେ, କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କ'ଣ କହୁଅଛ? ପିତର ତାହାଙ୍କୁ ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತುಮಿ ಮಾಕಾ ಕಾಯ್ ಮನುನ್ ಯವಜ್ತ್ಯಾಶಿ? “ತುಮಿ ಮಾಕಾ ಕೊನ್ ಮನುನ್ ಮನ್ತ್ಯಾಶಿ?” ಮನುನ್ ಇಚಾರ್‍ಲ್ಯಾನ್. ತನ್ನಾ ಪೆದ್ರುನ್ “ತಿಯಾ ಕ್ರಿಸ್ತ್” ಮನುನ್ ಸಾಂಗ್ಲ್ಯಾನ್.