Mark 8:3 — Compare Translations

7 translations compared side by side

Odia - 1840
"କିଛି ନ ଖୁଆଇ, ସମାନଙ୍କେୁ ଯଦି ମୁଁ ପଠାଇ ଦିଏ, ତବେେ ସମାନେେ ମୂର୍ଚ୍ଛା ହାଇେ ରାସ୍ତା ରେ ଢଳି ପଡିବେ। କେତକେ ଲୋକ ବହୁତ ଦୂରରୁ ଆସିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦି ମୁଁ ସେମାନଙ୍କୁ ଅନାହାରରେ ଘରକୁ ପଠାଏ, ତାହାହେଲେ ବାଟରେ ସେମାନଙ୍କର ହଂସା ଉଡ଼ିଯିବ; ସେମାନଙ୍କ ମଧ୍ୟରୁ କେତେକ ତ ଦୂରରୁ ଆସିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନଙ୍କୁ ନ ଖୁଆଇ ଛାଡ଼ିଦେଲେ, ଫେରିଯିବାବେଳେ ସେମାନେ ଥକି ପଡ଼ିବେ। ସେମାନଙ୍କ ମଧ୍ୟରୁ କେତେକ ବହୁଦୂରରୁ ଆସିଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
କିଛି ନ ଖୁଆଇ, ସେମାନଙ୍କୁ ଯଦି ମୁଁ ପଠାଇ ଦିଏ, ତେବେ ସେମାନେ ମୂର୍ଚ୍ଛା ହୋଇ ରାସ୍ତାରେ ଢଳି ପଡ଼ିବେ। କେତେକ ଲୋକ ବହୁତ ଦୂରରୁ ଆସିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ମୁଁ ସେମାନଙ୍କୁ ଅନାହାରରେ ଘରକୁ ପଠାଏ, ତାହାହେଲେ ବାଟରେ ସେମାନଙ୍କର ହଂସା ଉଡ଼ିଯିବ; ସେମାନଙ୍କ ମଧ୍ୟରୁ କେତେକ ତ ଦୂରରୁ ଆସିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଯଦି ମୁଁ ସେମାନଙ୍କୁ ଅନାହାରରେ ଘରକୁ ପଠାଏ, ତାହାହେଲେ ବାଟରେ ସେମାନଙ୍କର ହଂସା ଉଡ଼ିଯିବ; ସେମାନଙ୍କ ମଧ୍ୟରୁ କେତେକ ତ ଦୂରରୁ ଆସିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಲೊಕಾಕ್ನಿ ಉಪ್ಪಾಸಿ ಧಾಡ್ಲ್ಯಾರ್ ಹ್ಯಾತುರ್ಲಿ ಉಲ್ಲಿ ಲೊಕಾ ಲೈ ಧುರ್‍ನಾ ಯೆಲ್ಲಿ ಹಾತ್, ಭುಕೆನ್ ಖೈ ತರ್ ಪಡ್ತಿಲ್,” ಮಟ್ಲ್ಯಾನ್.