Mark 8:30 — Compare Translations

7 translations compared side by side

Odia - 1840
"ତା'ପରେ ଯୀଶୁ ସମାନଙ୍କେୁ ଚତାବେନୀ ଦଇେ କହିଲେ, ମୁଁ କିଏ ବୋଲି ତୁମ୍ଭମାନେେ କାହାରିକୁ କିଛି କୁହ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯୀଶୁ ସେମାନଙ୍କୁ ତାହାଙ୍କ ବିଷୟରେ କାହାରିକି କିଛି ନ କହିବାକୁ ଦୃଢ଼ ରୂପେ ଆଜ୍ଞା ଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତର ଉତ୍ତର ଦେଲେ, “ଆପଣ ଈଶ୍ୱରଙ୍କ ବିଷୟରେ ଏକଥା କାହାକୁ ଜଣାଅ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ ସେମାନଙ୍କୁ ଚେତାବନୀ ଦେଇ କହିଲେ, “ମୁଁ କିଏ ବୋଲି ତୁମ୍ଭେମାନେ କାହାରିକୁ କିଛି କୁହ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯୀଶୁ ସେମାନଙ୍କୁ ତାହାଙ୍କ ବିଷୟରେ କାହାରିକୁ କିଛି ନ କହିବାକୁ ଦୃଢ଼ରୂପେ ଆଜ୍ଞା ଦେଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯୀଶୁ ସେମାନଙ୍କୁ ତାହାଙ୍କ ବିଷୟରେ କାହାରିକୁ କିଛି ନ କହିବାକୁ ଦୃଢ଼ରୂପେ ଆଜ୍ଞା ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ಮಿಯಾ “ಕ್ರಿಸ್ತ್” ಮನುನ್ ಕೊನಾಕ್ಬಿ ಸಾಂಗುನಕಾಸಿ ಮನುನ್ ತೆಂಕಾ ತಾಕಿತ್ ದಿಲ್ಯಾನ್.