Mark 8:31 — Compare Translations

7 translations compared side by side

Odia - 1840
"ତା'ପରେ ସେ ସମାନଙ୍କେୁ ଶିକ୍ଷା ଦବୋକୁ ଆରମ୍ଭ କଲେ, ମନଷ୍ଯପୁତ୍ରଙ୍କୁ ବହୁତ ଯାତନା ଭୋଗ କରିବାକୁ ହବେ। ପ୍ରାଚୀନ ଓ ୟିହୁଦୀ ନେତା, ପ୍ରଧାନ ଯାଜକ ତଥା ଧର୍ମଶାସ୍ତ୍ରୀମାନେ ତାହାଙ୍କୁ ସ୍ବୀକାର କରିବେ ନାହିଁ। ନିଶ୍ଚିତ ରୁପରେ ତାହାଙ୍କୁ ମାରି ଦିଆୟିବ ଓ ସେ ମୃତ୍ଯର ତୃତୀୟ ଦିନ ପୁଣି ମୃତ୍ଯରୁ ପୁନରୁତ୍ଥାନ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯୀଶୁ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ ଯେ, ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ଵାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି ତିନି ଦିନ ପରେ ପୁନରୁତ୍ଥାନ କରିବାକୁ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଶିଷ୍ୟମାନଙ୍କୁ ବୁଝାଇ କହିଲେ, “ମନୁଷ୍ୟ ପୁତ୍ରଙ୍କୁ ବହୁ କଷ୍ଟ ଭୋଗିବାକୁ ପଡ଼ିବ। ଧର୍ମନେତା, ମୁଖ୍ୟ ପୁରୋହିତ ଓ ଧର୍ମଗୁରୁମାନଙ୍କ ଦ୍ୱାରା ଉପେକ୍ଷିତ ହୋଇ ସେ ନିହତ ହେବେ। କିନ୍ତୁ ତିନି ଦିନ ପରେ ସେ ପୁନରୁତ୍ଥିତ ହେବେ।”
Odia Bible ERV 2004 (ପବିତ୍ର ବାଇବଲ)
ନିଜ ମୃତ୍ୟୁ ବିଷୟରେ ଯୀଶୁଙ୍କ ଭବିଷ୍ୟ‌ଦ୍‌ବାଣୀ ତା’ପରେ ସେ ସେମାନଙ୍କୁ ଶିକ୍ଷା ଦେବାକୁ ଆରମ୍ଭ କଲେ, “ମନୁଷ୍ୟପୁତ୍ରଙ୍କୁ ବହୁତ ଯାତନା ଭୋଗ କରିବାକୁ ହେବ। ପ୍ରାଚୀନ ଓ ଯିହୂଦୀ ନେତା, ପ୍ରଧାନଯାଜକ ତଥା ଧର୍ମଶାସ୍ତ୍ରୀମାନେ ତାହାଙ୍କୁ ସ୍ୱୀକାର କରିବେ ନାହିଁ। ନିଶ୍ଚିତ ରୂପରେ ତାହାଙ୍କୁ ମାରି ଦିଆଯିବ ଓ ସେ ମୃତ୍ୟୁର ତୃତୀୟ ଦିନ ପୁଣି ମୃତ୍ୟୁରୁ ପୁନରୁ‌ତ୍‌ଥାନ ହେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯୀଶୁ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ ଯେ, ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି, ତିନି ଦିନ ପରେ ପୁନରୁତ୍ଥାନ ହେବାକୁ ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯୀଶୁ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ ଯେ, ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି, ତିନି ଦିନ ପରେ ପୁନରୁତ୍ଥାନ କରିବାକୁ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ಅಪ್ಲ್ಯಾ ಶಿಸಾಕ್ನಿ "ಮಾನ್ಸಾಚ್ಯಾ ಲೆಕಾಕ್ ಕಸ್ಟ್ ಸೊಸುಕುಚ್ ಪಾಜೆ, ಜಾನ್ತ್ಯಾ ಲೊಕಾನಿ, ಮೊಟ್ಯಾ ಯಾಜಕಾನಿ ಅನಿ ಶಾಸ್ತರಾ ಶಿಕ್ವುತಲ್ಯಾನಿ ತೆಕಾ ತಿರಸ್ಕಾರ್ ಕರುಕುಚ್ ಪಾಜೆ. ಅನಿ ತೊ ಮರುಕ್ ಪಾಜೆ, ಖರೆ, ತೊ ತಿನ್ವ್ಯಾ ದಿಸಿ ಮರಲ್ಲ್ಯಾತ್ನಾ ಝಿತ್ತೊ ಹೊವ್ನ್ ಉಟುನ್ ಯೆತಾ."ಮನುನ್ ಸಾಂಗುಕ್ಲಾಗ್ಲೊ.

Recommended Reading