Mark 8:34 — Compare Translations

7 translations compared side by side

Odia - 1840
"ତା'ପରେ ଯୀଶୁ ସବୁ ଲୋକଙ୍କୁ ପାଖକୁ ଡାକିଲେ। ତାହାଙ୍କ ସହିତ ଶିଷ୍ଯମାନେ ମଧ୍ଯ ସଠାେରେ ଥିଲେ। ଯୀଶୁ ସମାନଙ୍କେୁ କହିଲେ, ଯେଉଁ ଲୋକ ମାେତେ ଅନୁସରଣ କରିବାକୁ ଚାହୁଁଛି, ଯାହା କିଛି ସେ ଚାହୁଁଛି, ସେ ସବୁକୁ ଛାଡି, ନିଜ କୃଶକୁ ବହନ କରି ମାେ ପଛ ରେ ଆସୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତତ୍ପରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଲୋକସମୂହକୁ ନିକଟକୁ ଡାକି କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ଵୀକାର କରୁ, ପୁଣି ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ଯୀଶୁ ଶିଷ୍ୟମାନଙ୍କୁ ଓ ସମବେତ ଜନତାକୁ ଆହ୍ୱାନ କରି କହିଲେ, “ଯେ କେହି ମୋ’ ସଙ୍ଗରେ ଆସିବାକୁ ଚାହେଁ, ସେ ସ୍ୱାର୍ଥତ୍ୟାଗୀ ହେଉ ଓ ନିଜର କ୍ରୁଶ ବହନ କରି ମୋ’ ପଛେ ପଛେ ଆସୁ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ ସବୁ ଲୋକଙ୍କୁ ପାଖକୁ ଡାକିଲେ। ତାହାଙ୍କ ସହିତ ଶିଷ୍ୟମାନେ ମଧ୍ୟ ସେଠାରେ ଥିଲେ। ଯୀଶୁ ସେମାନଙ୍କୁ କହିଲେ, “ଯେଉଁ ଲୋକ ମୋତେ ଅନୁସରଣ କରିବାକୁ ଗ୍ଭହୁଁଛି, ଯାହାକିଛି ସେ ଗ୍ଭହୁଁଛି, ସେ ସବୁକୁ ଛାଡ଼ି, ନିଜ କ୍ରୁଶକୁ ବହନ କରି ମୋ’ ପଛରେ ଆସୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତତ୍ପରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଲୋକସମୂହକୁ ନିକଟକୁ ଡାକି କହିଲେ, “କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ।
Odia IRV 2017 (ଓଡିଆ ବାଇବେଲ)
ତତ୍ପରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଲୋକସମୂହକୁ ନିକଟକୁ ଡାକି କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ಶಿಸಾಕ್ನಿ ಅನಿ ಸಗ್ಳ್ಯಾ ಲೊಕಾಕ್ನಿ ಅಪ್ನಾಕ್ಡೆ ಬಲ್ವುಲ್ಯಾನ್ ಅನಿ “ತುಮ್ಚ್ಯಾತ್ಲ್ಯಾ ಕೊನಾಕ್ ತರ್‍ಬಿ ಮಾಜ್ಯಾ ಫಾಟ್ನಾ ಯೆವ್ಕ್ ಮನ್ ರ್‍ಹಾಲ್ಲ್ಯಾರ್, ತೊ ಅಪ್ನಾಕುಚ್ ಇಸ್ರುಂದಿ, ಅಪ್ನಾಚೊ ಕುರಿಸ್ ಘೆಂವ್ದಿತ್, ಅನಿ ಮಾಜ್ಯಾ ಫಾಟ್ನಾ ಯೆಂವ್ದಿ”