Mark 8:35 — Compare Translations

7 translations compared side by side

Odia - 1840
"କାରଣ ଯେଉଁ ଲୋକ ନିଜ ଜୀବନକୁ ବଞ୍ଚାଇବାକୁ ଚାହିଁବ, ସେ ତାହା ହରାଇବ। ଯେଉଁ ଲୋକ ମାେ ପାଇଁ ଓ ସୁସମାଚାର ପାଇଁ ନିଜ ଜୀବନ ତ୍ଯାଗ କରିବ, ସେ ତା' ଜୀବନକୁ ଚିର ଦିନ ଲାଗି ରକ୍ଷା କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେକେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେକେହି ମୋହର ଓ ସୁସମାଚାର ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ରକ୍ଷା କରିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ କେହି ନିଜର ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋ’ ପାଇଁ ଓ ଏହି ଶୁଭବାର୍ତ୍ତା ପାଇଁ ନିଜ ଜୀବନକୁ ଉତ୍ସର୍ଗ କରେ, ସେ ପ୍ରକୃତରେ ତାହା ସୁରକ୍ଷା କରିବ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଯେଉଁ ଲୋକ ନିଜ ଜୀବନକୁ ବଞ୍ଚାଇବାକୁ ଗ୍ଭହିଁବ, ସେ ତାହା ହରାଇବ। ଯେଉଁ ଲୋକ ମୋ’ ପାଇଁ ଓ ସୁସମାଗ୍ଭର ପାଇଁ ନିଜ ଜୀବନ ତ୍ୟାଗ କରିବ, ସେ ତା’ ଜୀବନକୁ ଚିର ଦିନ ଲାଗି ରକ୍ଷା କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋହର ଓ ସୁସମାଚାର ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ରକ୍ଷା କରିବ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେ କେହି ମୋହର ଓ ସୁସମାଚାର ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ରକ୍ଷା କରିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಜೊ ಕೊನ್ ಅಪ್ನಾಚೊ ಜಿವ್ ಹುರ್‍ವುನ್ ಘೆವ್ಕ್ ಬಗ್ತಾ, ತೊ ಕಳ್ದುನ್ ಘೆತಾ, ಅನಿ ಜೊ ಕೊನ್ ಮಾಜೆ ಸಾಟ್ನಿ ಅನಿ ದೆವಾಚ್ಯಾ ಬರ್‍ಯಾ ಖಬ್ರೆಸಾಟ್ನಿ ಅಪ್ನಾಚೊ ಜಿವ್ ಕಳ್ದುನ್ ಘೆತಾ ತೊ ಅಪ್ನಾಚೊ ಜಿವ್ ಹುರ್‍ವುನ್ ಘೆತಾ,