Mark 8:37 — Compare Translations
7 translations compared side by side
Odia - 1840
"କାରଣ କୌଣସି ଲୋକ ଯେତେ ଅର୍ଥ ଦେଲେ ମଧ୍ଯ ତା ବଦଳ ରେ ନିଜ ଜୀବନ ପୁଣି ଥରେ ଫରେି ପାଇ ପାରିବନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେଇ ପାରେ?
Odia BSI (ପବିତ୍ର ବାଇବଲ (CL) NT (BSI))
କୌଣସି ବିଷୟର ବିନିମୟରେ ସେ ତା’ର ଜୀବନ ଫେରି ପାଇବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ କୌଣସି ଲୋକ ଯେତେ ଅର୍ଥ ଦେଲେ ମଧ୍ୟ ତା ବଦଳରେ ନିଜ ଜୀବନ ପୁଣି ଥରେ ଫେରି ପାଇ ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେଇ ପାରେ?
Odia IRV 2017 (ଓଡିଆ ବାଇବେଲ)
ପୁଣି, ମନୁଷ୍ୟ ଆପଣା ଜୀବନ ବଦଳରେ କଅଣ ଦେଇ ପାରେ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಪ್ನಾಚೊ ಜಿವ್ ಕಮ್ವುನ್ ಘೆವ್ಕ್ ತೆನಿ ಕಾಯ್ಬಿ ದಿವ್ಕ್ ಹೊಯ್ನಾ,