Mark 8:38 — Compare Translations

7 translations compared side by side

Odia - 1840
"ଏହି ୟୁଗର ଲୋକେ ବର୍ତ୍ତମାନ ପାପ ଓ ବ୍ଯଭିଗ୍ଭରର ଖରାପ ସମୟରେ ବାସ କରୁଛନ୍ତି। ଯଦି କହେି ଲୋକ ମାେ ନାମ ଓ ମାେ ଉପଦେଶ ୟୋଗୁ ଲଜ୍ଜା ବୋଧ କରେ ତବେେ ମନୁଷ୍ଯ ପୁତ୍ର ଯେତବେେଳେ ସ୍ବର୍ଗ ଦୂତମାନଙ୍କ ସହିତ ନିଜ ପରମ-ପିତାଙ୍କ ମହିମା ସହିତ ଆସିବେ, ସେତବେେଳେ ସେ ମଧ୍ଯ ସହେି ଲୋକ ୟୋଗୁ ଲଜ୍ଜା ବୋଧ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ଯେକେହି ଏହି କାଳର ବ୍ୟଭିଚାରୀ ଓ ପାପିଷ୍ଠ ଲୋକମାନଙ୍କ ମଧ୍ୟରେ ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜା ବୋଧ କରେ, ମନୁଷ୍ୟପୁତ୍ର ଯେତେବେଳେ ପବିତ୍ର ଦୂତମାନଙ୍କ ସହିତ ଆପଣା ପିତାଙ୍କ ମହିମାରେ ଆଗମନ କରିବେ, ସେତେବେଳେ ସେ ମଧ୍ୟ ତାହା ବିଷୟରେ ଲଜ୍ଜା ବୋଧ କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ଈଶ୍ୱରବିମୁଖ ଯୁଗରେ ଯଦି କେହି ମୋ’ ପାଇଁ ଓ ମୋର ଶିକ୍ଷା ପାଇଁ ଲଜ୍ଜା ବୋଧ କରେ, ତେବେ ଈଶ୍ୱରଙ୍କ ଗୌରବରେ ପରିପୂର୍ଣ୍ଣ ହୋଇ ମନୁଷ୍ୟପୁତ୍ର ଯେତେବେଳେ ପବିତ୍ର ସ୍ୱର୍ଗଦୂତମାନଙ୍କ ସହିତ ପୁଣି ଥରେ ଆସିବେ, ସେ ମଧ୍ୟ ସେମାନଙ୍କ ଲାଗି ଲଜ୍ଜିତ ହେବେ।”
Odia Bible ERV 2004 (ପବିତ୍ର ବାଇବଲ)
ଏହି ଯୁଗର ଲୋକେ ବର୍ତ୍ତମାନ ପାପ ଓ ବ୍ୟଭିଗ୍ଭରର ଖରାପ ସମୟରେ ବାସ କରୁଛନ୍ତି। ଯଦି କେହି ଲୋକ ମୋ’ ନାମ ଓ ମୋ’ ଉପଦେଶ ଯୋଗୁଁ ଲଜ୍ଜା ବୋଧ କରେ ତେବେ ମନୁଷ୍ୟପୁତ୍ର ଯେତେବେଳେ ସ୍ୱର୍ଗ ଦୂତମାନଙ୍କ ସହିତ ନିଜ ପରମପିତାଙ୍କ ମହିମା ସହିତ ଆସିବେ, ସେତେବେଳେ ସେ ମଧ୍ୟ ସେହି ଲୋକ ଯୋଗୁଁ ଲଜ୍ଜା ବୋଧ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ଯେ କେହି ଏହି କାଳର ବ୍ୟଭିଚାରୀ ଓ ପାପିଷ୍ଠ ଲୋକମାନଙ୍କ ମଧ୍ୟରେ ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜାବୋଧ କରେ, ମନୁଷ୍ୟପୁତ୍ର ଯେତେବେଳେ ପବିତ୍ର ଦୂତମାନଙ୍କ ସହିତ ଆପଣା ପିତାଙ୍କ ମହିମାରେ ଆଗମନ କରିବେ, ସେତେବେଳେ ସେ ମଧ୍ୟ ତାହା ବିଷୟରେ ଲଜ୍ଜାବୋଧ କରିବେ।”
Odia IRV 2017 (ଓଡିଆ ବାଇବେଲ)
ଯେଣୁ ଯେ କେହି ଏହି କାଳର ବ୍ୟଭିଚାରୀ ଓ ପାପିଷ୍ଠ ଲୋକମାନଙ୍କ ମଧ୍ୟରେ ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜାବୋଧ କରେ, ମନୁଷ୍ୟପୁତ୍ର ଯେତେବେଳେ ପବିତ୍ର ଦୂତମାନଙ୍କ ସହିତ ଆପଣା ପିତାଙ୍କ ମହିମାରେ ଆଗମନ କରିବେ, ସେତେବେଳେ ସେ ମଧ୍ୟ ତାହା ବିଷୟରେ ଲଜ୍ଜାବୋଧ କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಬುರ್ಶ್ಯಾ ಅನಿ ಪಾಪಿ ದಿಸಾತ್ನಿ, ಕೊನ್ ತರ್ ಎಕ್ಲೊ ಮಾನುಸ್ ಮಿಯಾ ಸಾಂಗಲ್ಲ್ಯಾ ಬರ್‍ಯಾ ಗೊಸ್ಟಿಯಾಂಚ್ಯಾಸಾಟಿ ನಾಜಾಲ್ಯಾರ್ ಮಾಜೆಸಾಟಿ ಲಜ್ತಾ ಹೊಲ್ಯಾರ್ ಮಾನ್ಸಾಚೊ ಲೆಕ್ ಅಪ್ನಾಚ್ಯಾ ಬಾಬಾಚ್ಯಾ ಮಹಿಮೆನ್ ದೆವಾಚ್ಯಾ ದುತಾಂಚ್ಯಾ ವಾಂಗ್ಡಾ ಯೆಲ್ಲ್ಯಾ ತನ್ನಾ ತೆಚೆಸಾಟ್ನಿ ಲಜ್ತಾ ಮನುನ್ ಸಾಂಗ್ಲ್ಯಾನ್.