Mark 8:6 — Compare Translations

7 translations compared side by side

Odia - 1840
"ତା'ପରେ ଯୀଶୁ ଲୋକମାନଙ୍କୁ ତଳେ ବସି ୟିବାକୁ କହିଲେ। ସେ ସାତ ଖଣ୍ଡ ରୋଟୀ ନେଲେ ଓ ସେଥିପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ। ରୋଟୀତକ ଖଣ୍ଡ ଖଣ୍ଡ କରି ଲୋକମାନଙ୍କ ମଧିଅରେ ବାଣ୍ଟି ଦବୋକୁ ଶିଷ୍ଯମାନଙ୍କୁ ଦେଲେ। ସମାନେେ ସଇେଆ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯୀଶୁ ଲୋକସମୂହକୁ ଭୂମିରେ ବସିବାକୁ ଆଜ୍ଞା ଦେଲେ; ଆଉ, ସେ ସେହି ସାତୋଟି ରୋଟୀ ଘେନି ଧନ୍ୟବାଦ ଦେଇ ସେହିସବୁ ଭାଙ୍ଗି ପରିବେଷଣ କରିବା ନିମନ୍ତେ ଆପଣା ଶିଷ୍ୟମାନଙ୍କୁ ଦେଲେ ଓ ସେମାନେ ଲୋକସମୂହକୁ ତାହା ପରିବେଷଣ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
“କେବଳ ସାତୋଟି” ବୋଲି ସେମାନେ ଉତ୍ତର ଦେଲେ। ଯୀଶୁ ଲୋକମାନଙ୍କୁ ତଳେ ବସିବା ପାଇଁ ନିର୍ଦ୍ଦେଶ ଦେଲେ। ତା’ପରେ ସେହି ସାତୋଟି ରୋଟୀ ନେଇ ଯୀଶୁ ଈଶ୍ୱରଙ୍କୁ ଧନ୍ୟବାଦ ଦେଲେ ଏବଂ ସେଗୁଡ଼ିକୁ ଭାଙ୍ଗି ଲୋକମାନଙ୍କ ମଧ୍ୟରେ ପରିବେଷଣ କରିବା ପାଇଁ ଶିଷ୍ୟମାନଙ୍କ ହାତକୁ ବଢ଼ାଇ ଦେଲେ। ଶିଷ୍ୟମାନେ ତାହା ପରିବେଷଣ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ ଲୋକମାନଙ୍କୁ ତଳେ ବସି ଯିବାକୁ କହିଲେ। ସେ ସାତଖଣ୍ଡ ରୋଟୀ ନେଲେ ଓ ସେଥିପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ରୋଟୀତକ ଖଣ୍ଡ ଖଣ୍ଡ କରି ଲୋକମାନଙ୍କ ମଧ୍ୟରେ ବାଣ୍ଟି ଦେବାକୁ ଶିଷ୍ୟମାନଙ୍କୁ ଦେଲେ। ସେମାନେ ସେଇଆ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯୀଶୁ ଲୋକସମୂହକୁ ଭୂମିରେ ବସିବାକୁ ଆଜ୍ଞା ଦେଲେ; ଆଉ ସେ ସେହି ସାତୋଟି ରୁଟି ଘେନି ଧନ୍ୟବାଦ ଦେଇ ସେହିସବୁ ଭାଙ୍ଗି ପରିବେଷଣ କରିବା ନିମନ୍ତେ ଆପଣା ଶିଷ୍ୟମାନଙ୍କୁ ଦେଲେ ଓ ସେମାନେ ଲୋକସମୂହକୁ ତାହା ପରିବେଷଣ କଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯୀଶୁ ଲୋକସମୂହକୁ ଭୂମିରେ ବସିବାକୁ ଆଜ୍ଞା ଦେଲେ; ଆଉ ସେ ସେହି ସାତୋଟି ରୁଟି ଘେନି ଧନ୍ୟବାଦ ଦେଇ ସେହି ସବୁ ଭାଙ୍ଗି ପରିବେଷଣ କରିବା ନିମନ୍ତେ ଆପଣା ଶିଷ୍ୟମାନଙ୍କୁ ଦେଲେ ଓ ସେମାନେ ଲୋକସମୂହକୁ ତାହା ପରିବେଷଣ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ಸಗ್ಳ್ಯಾ ಲೊಕಾಕ್ನಿ ಬಸಾ ಮನುನ್ ಸಾಂಗ್ಲ್ಯಾನ್. ಮಾನಾ ತ್ಯಾ ಸಾತ್ ಭಾಕ್ರಿಯಾ ಹಾತಿತ್ ಘೆಟ್ಲ್ಯಾನ್ ಅನಿ ದೆವಾಕ್ ಧನ್ಯವಾದ್ ದಿಲ್ಯಾನ್ ಅನಿ ಭಾಕ್ರಿಯಾ ಮೊಡುನ್ ಲೊಕಾಕ್ನಿ ವಾಟಾ ಮನುನ್ ಅಪ್ಲ್ಯಾ ಶಿಸಾಂಚ್ಯಾಕ್ಡೆ ದಿಲ್ಯಾನ್, ಶಿಸಾನಿ ಸಗ್ಳ್ಯಾ ಲೊಕಾಕ್ನಿ ವಾಟ್ಲ್ಯಾನಿ.