Mark 9:1 — Compare Translations

7 translations compared side by side

Odia - 1840
"ତା'ପରେ ଯୀଶୁ କହିଲେ, ମୁଁ ତୁମ୍ଭକୁ ସତ୍ଯ କହୁଛି, ଏଠା ରେ ଯେଉଁମାନେ ଠିଆ ହାଇେଛ, ତୁମ୍ଭମାନଙ୍କ ମଧ୍ଯରୁ କେତେ ଜଣ ନିଜ ମୃତ୍ଯୁ ପୂର୍ବରୁ ପରମେଶ୍ବରଙ୍କ ରାଜ୍ଯ ଏଠାକୁ ଆସିବାର ଦେଖିବ। ପରମେଶ୍ବରଙ୍କ ରାଜ୍ଯ ତା'ର କ୍ଷମତା ନଇେ ଆସିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁନଶ୍ଚ ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଈଶ୍ଵରଙ୍କ ରାଜ୍ୟକୁ ପରାକ୍ରମରେ ଉପସ୍ଥିତ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ଵାଦ ପାଇବେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କୁ ଆହୁରି କହିଲେ, “ମୁଁ ତୁମ୍ଭମାନଙ୍କୁ କହି ରଖୁଛି, ପରାକ୍ରମ ସହ ଈଶ୍ୱରଙ୍କ ରାଜ୍ୟ ପ୍ରତିଷ୍ଠିତ ହେବାର ଦେଖିବା ପର୍ଯ୍ୟନ୍ତ ଏଠାରେ ଥିବା କେତେକ ଲୋକ ମୃତ୍ୟୁ ଭୋଗ କରିବେ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଏଠାରେ ଯେଉଁମାନେ ଠିଆ ହୋଇଛ, ତୁମ୍ଭମାନଙ୍କ ମଧ୍ୟରୁ କେତେ ଜଣ ନିଜ ମୃତ୍ୟୁ ପୂର୍ବରୁ ପରମେଶ୍ୱରଙ୍କ ରାଜ୍ୟ ଏଠାକୁ ଆସିବାର ଦେଖିବ। ପରମେଶ୍ୱରଙ୍କ ରାଜ୍ୟ ତା’ର କ୍ଷମତା ନେଇ ଆସିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁନଶ୍ଚ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଈଶ୍ବରଙ୍କ ରାଜ୍ୟକୁ ପରାକ୍ରମରେ ଉପସ୍ଥିତ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ୱାଦ ପାଇବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁନଶ୍ଚ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଈଶ୍ୱରଙ୍କ ରାଜ୍ୟକୁ ପରାକ୍ରମରେ ଉପସ୍ଥିତ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ୱାଦ ପାଇବେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತೆನಿ “ಮಿಯಾ ತುಮ್ಕಾ ಸಾಂಗ್ತಾ ತುಮ್ಚ್ಯಾ ಮದ್ಲೆ ಉಲ್ಲೆ ಜಾನಾ ದೆವಾಚೆ ರಾಜ್ ಅಪ್ನಾಚ್ಯಾ ಅದಿಕಾರಾ ಸಮೆತ್ ಯೆತಲೆ ಬಗ್ಲ್ಯಾ ಸಿವಾಯ್ ಮರಿನ್ಯಾತ್” ಮಟ್ಲ್ಯಾನ್.