Mark 9:10 — Compare Translations

7 translations compared side by side

Odia - 1840
"ତେଣୁ ଶିଷ୍ଯମାନେ ଯୀଶୁଙ୍କ କଥା ମାନିଲେ ଓ ସମାନେେ ଯାହା ଦେଖିଲେ ତାହା କାହାରି ଆଗ ରେ ପ୍ରକାଶ କଲେ ନାହିଁ। କିନ୍ତୁ ସମାନେେ କଥାବାର୍ତ୍ତା କରୁଥିଲେ ଯେ ମୃତ୍ଯୁରୁ ପୁନରୁଥିତ ହବୋର ଅର୍ଥ କ'ଣ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେମାନେ ସେହି କଥା ଧରି ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ଯେ କଅଣ, ସେ ବିଷୟରେ ଆପଣା ଆପଣା ମଧ୍ୟରେ ବାଦାନୁବାଦ କରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁଙ୍କ ଆଦେଶ ସେମାନେ ପାଳନ କଲେ, କିନ୍ତୁ ଏ ବିଷୟରେ ପରସ୍ପର ମଧ୍ୟରେ ଆଲୋଚନା କଲେ, “ମୃତ୍ୟୁରୁ ପୁନରୁତ୍ôଥତ ହେବା” ଅର୍ଥ କଅଣ?
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଶିଷ୍ୟମାନେ ଯୀଶୁଙ୍କ କଥା ମାନିଲେ ଓ ସେମାନେ ଯାହା ଦେଖିଲେ ତାହା କାହାରି ଆଗରେ ପ୍ରକାଶ କଲେ ନାହିଁ। କିନ୍ତୁ ସେମାନେ କଥାବାର୍ତ୍ତା କରୁଥିଲେ ଯେ, ମୃତ୍ୟୁରୁ ପୁନରୁ‌ତ୍‌ଥିତ ହେବାର ଅର୍ଥ କ’ଣ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେମାନେ ସେହି କଥା ଧରି ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ଯେ କଅଣ, ସେ ବିଷୟରେ ଆପଣା ଆପଣା ମଧ୍ୟରେ ବାଦାନୁବାଦ କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେମାନେ ସେହି କଥା ଧରି ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ଯେ କଅଣ, ସେ ବିଷୟରେ ଆପଣା ଆପଣା ମଧ୍ୟରେ ବାଦାନୁବାଦ କରିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಜೆಜುಚ್ಯಾ ಹ್ಯಾ ಗೊಸ್ಟಿಕ್ ಖಾಲ್ತಿ ಹೊಲ್ಯಾನಿ, “ಖರೆ ಮರುನ್ ಅನಿ ಝಿತ್ತೆ ಹೊತಲೆ, ಮಟ್ಲ್ಯಾರ್ ಕಾಯ್?” ಮನುನ್ ಅಪ್ನಾಚ್ಯಾ ಮದ್ದಿಚ್ ಬೊಲುನ್ ಘೆವ್ಕ್‌ಲಾಗ್ಲ್ಯಾನಿ.