Mark 9:11 — Compare Translations
7 translations compared side by side
Odia - 1840
"ସମାନେେ ଯୀଶୁଙ୍କୁ ପଚାରିଲେ, ଧର୍ମଶାସ୍ତ୍ରୀମାନେ କାହିଁକି କହୁଛନ୍ତି ଯେ ଏଲିୟ ନିଶ୍ଚିତ ଭାବରେ ପ୍ରଥମେ ଆସିବେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ତାହାଙ୍କୁ ପଚାରିଲେ, ପ୍ରଥମରେ ଅବଶ୍ୟ ଏଲୀୟଙ୍କର ଆଗମନ ହେବ, ଶାସ୍ତ୍ରୀମାନେ ଏହି କଥା କିପରି କହନ୍ତି?
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଯୀଶୁଙ୍କୁ ପଚାରିଲେ, “ଏଲିୟ ପ୍ରଥମେ ଆସିବେ ବୋଲି ଆମ ଧର୍ମଶାସ୍ତ୍ର ଗୁରୁମାନେ କାହିଁକି କହନ୍ତି?”
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଯୀଶୁଙ୍କୁ ପଗ୍ଭରିଲେ, “ଧର୍ମଶାସ୍ତ୍ରୀମାନେ କାହିଁକି କହୁଛନ୍ତି ଯେ, ଏଲିୟ ନିଶ୍ଚିତ ଭାବରେ ପ୍ରଥମେ ଆସିବେ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନେ ତାହାଙ୍କୁ ପଚାରିଲେ, ପ୍ରଥମରେ ଅବଶ୍ୟ ଏଲୀୟଙ୍କର ଆଗମନ ହେବ, ଶାସ୍ତ୍ରୀମାନେ ଏହି କଥା କିପରି କହନ୍ତି?
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନେ ତାହାଙ୍କୁ ପଚାରିଲେ, ପ୍ରଥମରେ ଅବଶ୍ୟ ଏଲିୟଙ୍କର ଆଗମନ ହେବ, ଶାସ୍ତ୍ରୀମାନେ ଏହି କଥା କିପରି କହନ୍ତି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತೆನಿ ಜೆಜುಕ್ “ಅದ್ದಿ ಎಲಿಯಾ ಯೆವ್ಕ್ ಪಾಜೆ ಮನುನ್ ಖಾಯ್ದೆ ಶಿಕ್ವುತಲೆ, ಕಶ್ಯಾಕ್ ಸಾಂಗ್ತ್ಯಾತ್?” ಮನುನ್ ಇಚಾರ್ಲ್ಯಾನಿ.