Mark 9:12 — Compare Translations

7 translations compared side by side

Odia - 1840
"ଯୀଶୁ ସମାନଙ୍କେୁ କହିଲେ, ହଁ, ସମାନେେ ଠିକ୍ କହୁଛନ୍ତି। ସବୁ ବିଷୟ ସୁବ୍ଯବସ୍ଥିତ କରିବାକୁ ନିଶ୍ଚୟ ଏଲିୟ ହିଁ ପ୍ରଥମେ ଆସିବେ। କିନ୍ତୁ ମନୁଷ୍ଯପୁତ୍ରଙ୍କ ସମ୍ବନ୍ଧ ରେ ଶାସ୍ତ୍ର ରେ କାହିଁକି ଲଖାେ ଅଛି ଯେ ସେ ବହୁତ ଯାତନା ଭୋଗ କରିବେ ଓ ଲୋକେ ତାହାଙ୍କ ସହିତ ତାଚ୍ଛଲ୍ଯପୂର୍ଣ୍ଣ ବ୍ଯବହାର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଏଲୀୟ ପ୍ରଥମେ ଆସି ସମସ୍ତ ବିଷୟ ପୁନଃସ୍ଥାପନ କରିବା କଥା ସତ, ମାତ୍ର ମନୁଷ୍ୟପୁତ୍ର ବହୁ ଦୁଃଖଭୋଗ କରି ତୁଚ୍ଛୀକୃତ ହେବେ, ଏହା କିପରି ତାହାଙ୍କ ବିଷୟରେ ଲେଖା ଅଛି?
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ଦେଲେ, “ବାସ୍ତବିକ୍ ସମସ୍ତ ବିଷୟ ପ୍ରସ୍ତୁତ କରିବା ପାଇଁ ଏଲିୟ ପ୍ରଥମେ ଆସିବା କଥା। ତଥାପି ମନୁଷ୍ୟପୁତ୍ର ଅନେକ ଦୁଃଖ ଭୋଗ କରି ଉପେକ୍ଷିତ ହେବେ ବୋଲି ଶାସ୍ତ୍ରରେ କାହିଁକି ଉଲ୍ଲେଖ ଅଛି?
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେମାନଙ୍କୁ କହିଲେ, “ହଁ, ସେମାନେ ଠିକ୍ କହୁଛନ୍ତି। ସବୁ ବିଷୟ ସୁବ୍ୟବସ୍ଥିତ କରିବାକୁ ନିଶ୍ଚୟ ଏଲିୟ ହିଁ ପ୍ରଥମେ ଆସିବେ। କିନ୍ତୁ ମନୁଷ୍ୟପୁତ୍ରଙ୍କ ସମ୍ବନ୍ଧରେ ଶାସ୍ତ୍ରରେ କାହିଁକି ଲେଖା ଅଛି ଯେ, ସେ ବହୁତ ଯାତନା ଭୋଗ କରିବେ ଓ ଲୋକେ ତାହାଙ୍କ ସହିତ ତାଚ୍ଛଲ୍ୟପୂର୍ଣ୍ଣ ବ୍ୟବହାର କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ ସେମାନଙ୍କୁ କହିଲେ, ଏଲୀୟ ପ୍ରଥମେ ଆସି ସମସ୍ତ ବିଷୟ ପୁନଃସ୍ଥାପନ କରିବା କଥା ସତ, ମାତ୍ର ମନୁଷ୍ୟପୁତ୍ର ବହୁ ଦୁଃଖଭୋଗ କରି ତୁଚ୍ଛୀକୃତ ହେବେ, ଏହା କିପରି ତାହାଙ୍କ ବିଷୟରେ ଲେଖାଅଛି?
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ ସେମାନଙ୍କୁ କହିଲେ, ଏଲିୟ ପ୍ରଥମେ ଆସି ସମସ୍ତ ବିଷୟ ପୁନଃସ୍ଥାପନ କରିବା କଥା ସତ, ମାତ୍ର ମନୁଷ୍ୟପୁତ୍ର ବହୁ ଦୁଃଖଭୋଗ କରି ତୁଚ୍ଛୀକୃତ ହେବେ, ଏହା କିପରି ତାହାଙ୍କ ବିଷୟରେ ଲେଖା ଅଛି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ “ಸಗ್ಳೆ ತಯಾರ್ ಕರುಕ್ ಮನುನ್ ಅದ್ದಿ ಎಲಿಯಾ ಯೆವ್ಕ್ ಪಾಜೆ, ಜಾಲ್ಯಾರ್‍ಬಿ, ಮಾನ್ಸಾಚ್ಯಾ ಲೆಕಾನ್ ಲೈ ಕಸ್ಟ್ ಸೊಸುಕ್ ಪಾಜೆ, ಅನಿ ತಿರಸ್ಕರಿತ್ ಹೊವ್ಕ್ ಪಾಜೆ, ಮನುನ್ ಪವಿತ್ರ್ ಪುಸ್ತಕ್ ಕಶ್ಯಾಕ್ ಮನ್ತಾ?” ಮಟ್ಲ್ಯಾನ್.