Mark 9:13 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭକୁ କହୁଛି ଯେ ଏଲିୟ ଏବେ ଆସି ସାରିଛନ୍ତି, ଏବଂ ଲୋକମାନେ ଯାହା ଚାହିଁଛନ୍ତି ତାହାଙ୍କ ପ୍ରତି ସଭେଳି ଖରାପ ବ୍ଯବହାର କରିଛନ୍ତି। ତାହାଙ୍କ ପ୍ରତି ଏଭଳି ବ୍ଯବହାର କରାୟିବ ବୋଲି ଶାସ୍ତ୍ର ରେ ଲଖାେ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଏଲୀୟ ଆସି ସାରିଲେଣି, ଆଉ ତାହାଙ୍କ ବିଷୟରେ ଯେପରି ଲେଖା ଅଛି, ତଦନୁସାରେ ମଧ୍ୟ ସେମାନେ ତାହାଙ୍କ ପ୍ରତି ଯାହା ଇଚ୍ଛା, ତାହା କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଯାହାହେଉ, ମୁଁ ତୁମ୍ଭମାନଙ୍କୁ ଜଣାଇ ଦେଉଛି, ଏଲିୟ ଆସି ସାରିଛନ୍ତି ଏବଂ ଲୋକେ ତାଙ୍କ ପ୍ରତି ମନ ଇଚ୍ଛା ବ୍ୟବହାର କରିଛନ୍ତି। ଏହାଦ୍ୱାରା ତାଙ୍କ ବିଷୟରେ ଶାସ୍ତ୍ରରେ ଯାହା କୁହାଯାଇଛି, ତା’ ସବୁ ଘଟିଛି।”
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ କହୁଛି ଯେ ଏଲିୟ ଏବେ ଆସି ସାରିଛନ୍ତି, ଏବଂ ଲୋକମାନେ ଯାହା ଗ୍ଭହିଁଛନ୍ତି ତାହାଙ୍କ ପ୍ରତି ସେଭଳି ଖରାପ ବ୍ୟବହାର କରିଛନ୍ତି। ତାହାଙ୍କ ପ୍ରତି ଏଭଳି ବ୍ୟବହାର କରାଯିବ ବୋଲି ଶାସ୍ତ୍ରରେ ଲେଖା ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଏଲୀୟ ଆସି ସାରିଲେଣି, ଆଉ ତାହାଙ୍କ ବିଷୟରେ ଯେପରି ଲେଖାଅଛି, ତଦନୁସାରେ ମଧ୍ୟ ସେମାନେ ତାହାଙ୍କ ପ୍ରତି ଯାହା ଇଚ୍ଛା, ତାହା କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଏଲିୟ ଆସି ସାରିଲେଣି, ଆଉ ତାହାଙ୍କ ବିଷୟରେ ଯେପରି ଲେଖା ଅଛି, ତଦନୁସାରେ ମଧ୍ୟ ସେମାନେ ତାହାଙ୍କ ପ୍ରତି ଯାହା ଇଚ୍ଛା, ତାହା କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಕಾ ಸಾಂಗ್ತಾ, “ಎಲಿಯಾ ಅದ್ದಿಚ್ ಯೆವ್ನ್ ಹೊಲೊ, ಖರೆ ಲೊಕಾನಿ ಪವಿತ್ರ್ ಪುಸ್ತಕಾತ್ ಸಾಂಗಲ್ಲ್ಯಾ ಸರ್ಕೆ ಅಪ್ನಾಚ್ಯಾ ಮನಾಕ್ ಯೆತಾ ತವ್ಡ್ಯಾ ಬುರ್ಶ್ಯಾ ರಿತಿನ್ ತೆಕಾ ಚಾಲ್ವುಲ್ಯಾನಿ.” ಮನುನ್ ಸಾಂಗ್ಲ್ಯಾನ್.