Mark 9:14 — Compare Translations
7 translations compared side by side
Odia - 1840
"ତା'ପରେ ଯୀଶୁ ପିତର, ଯାକୁବ ଓ ଯୋହନ ଅନ୍ୟ ଶିଷ୍ଯମାନଙ୍କ ପାଖକୁ ଗଲେ। ସମାନେେ ଦେଖିଲେ ଯେ ଅନକେ ଲୋକ ସମାନଙ୍କେୁ ଘରେି ରହିଛନ୍ତି। ସମାନଙ୍କେ ସହିତ ଧର୍ମଶାସ୍ତ୍ରୀମାନେ ୟୁକ୍ତିତର୍କ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ସେମାନେ ଶିଷ୍ୟମାନଙ୍କ ନିକଟକୁ ଆସି ଦେଖିଲେ, ସେମାନଙ୍କ ଚତୁର୍ଦ୍ଦିଗରେ ବହୁସଂଖ୍ୟକ ଲୋକ, ଆଉ ଶାସ୍ତ୍ରୀମାନେ ସେମାନଙ୍କ ସହିତ ବାଦାନୁବାଦ କରୁଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଅନ୍ୟ ଶିଷ୍ୟମାନଙ୍କ ନିକଟରେ ପହଞ୍ôଚବାବେଳେ, ସେଠାରେ ଅନେକ ଲୋକ ଜମା ହୋଇଥିଲେ ଏବଂ ସେହି ଶିଷ୍ୟମାନଙ୍କ ସହିତ କେତେକ ଧର୍ମଗୁରୁ ତର୍କ କରୁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଗୋଟିଏ ଅସୁସ୍ଥ ବାଳକକୁ ସୁସ୍ଥ କଲେ ତା’ପରେ ଯୀଶୁ ପିତର, ଯାକୁବ ଓ ଯୋହନ ଅନ୍ୟ ଶିଷ୍ୟମାନଙ୍କ ପାଖକୁ ଗଲେ। ସେମାନେ ଦେଖିଲେ ଯେ, ଅନେକ ଲୋକ ସେମାନଙ୍କୁ ଘେରି ରହିଛନ୍ତି। ସେମାନଙ୍କ ସହିତ ଧର୍ମଶାସ୍ତ୍ରୀମାନେ ଯୁକ୍ତିତର୍କ କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ସେମାନେ ଶିଷ୍ୟମାନଙ୍କ ନିକଟକୁ ଆସି ଦେଖିଲେ, ସେମାନଙ୍କ ଚତୁର୍ଦ୍ଦିଗରେ ବହୁସଂଖ୍ୟକ ଲୋକ, ଆଉ ଶାସ୍ତ୍ରୀମାନେ ସେମାନଙ୍କ ସହିତ ବାଦାନୁବାଦ କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ପରେ ସେମାନେ ଶିଷ୍ୟମାନଙ୍କ ନିକଟକୁ ଆସି ଦେଖିଲେ, ସେମାନଙ୍କ ଚତୁର୍ଦ୍ଦିଗରେ ବହୁସଂଖ୍ୟକ ଲୋକ, ଆଉ ଶାସ୍ତ୍ରୀମାନେ ସେମାନଙ୍କ ସହିତ ବାଦାନୁବାଦ କରୁଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಹುರಲ್ಲ್ಯಾ ಶಿಸಾತ್ನಿ ಯೆವ್ನ್ ಮಿಳ್ತಾನಾ ತ್ಯಾ ಶಿಸಾಂಚ್ಯಾ ಭೊತ್ಯಾನಿ ಲೈ ಲೊಕಾಂಚೊ ತಾಂಡೊ ಜಮಲ್ಲೊ ಅನಿ ಖಾಯ್ದೆ ಶಿಕ್ವುತಲೆ ತೆಂಚ್ಯಾಕ್ಡೆ ವಾದ್ ಕರುನ್ಗೆತ್ ಹೊತ್ತೆ.