Mark 9:15 — Compare Translations

7 translations compared side by side

Odia - 1840
"ଯେତବେେଳେ ଲୋକମାନେ ଯୀଶୁଙ୍କୁ ଦେଖିଲେ, ସମାନେେ ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ ତାହାଙ୍କୁ ସ୍ବାଗତ କରିବାକୁ ତାହାଙ୍କ ପାଖକୁ ଦୌଡି ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୋକସମୂହ ତାହାଙ୍କୁ ଦେଖିବାମାତ୍ରେ ଅତିଶୟ ବିସ୍ମୟାନ୍ଵିତ ହେଲେ ଓ ଦୌଡ଼ିଆସି ତାହାଙ୍କୁ ନମସ୍କାର କରିବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଲୋକେ ହଠାତ୍ ଯୀଶୁଙ୍କୁ ଦେଖି ବିସ୍ମିତ ହେଲେ ଏବଂ ଦୌଡ଼ିଯାଇ ତାଙ୍କୁ ନମସ୍କାର କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଲୋକମାନେ ଯୀଶୁଙ୍କୁ ଦେଖିଲେ, ସେମାନେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ତାହାଙ୍କୁ ସ୍ୱାଗତ କରିବାକୁ ତାହାଙ୍କ ପାଖକୁ ଦୌଡ଼ିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲୋକସମୂହ ଯୀଶୁଙ୍କୁ ଦେଖିବା ମାତ୍ରେ ଅତିଶୟ ବିସ୍ମୟାନ୍ୱିତ ହେଲେ ଓ ଦୌଡ଼ିଆସି ତାହାଙ୍କୁ ନମସ୍କାର କରିବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ଲୋକସମୂହ ଯୀଶୁଙ୍କୁ ଦେଖିବା ମାତ୍ରେ ଅତିଶୟ ବିସ୍ମୟାନ୍ୱିତ ହେଲେ ଓ ଦୌଡ଼ିଆସି ତାହାଙ୍କୁ ନମସ୍କାର କରିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೊಕಾ ಜೆಜುಕ್ ಬಗುನ್ ಅಜಾಪ್ ಹೊಲಿ ಅನಿ ತೆಚ್ಯಾಕ್ಡೆ ಪಳುನ್ ಜಾವ್ನ್ ತೆಕಾ ಸ್ವಾಗತ್ ಕರ್‍ಲ್ಯಾನಿ.