Mark 9:16 — Compare Translations

7 translations compared side by side

Odia - 1840
"ଯୀଶୁ ପଚାରିଲେ, ତୁମ୍ଭମାନେେ ଧର୍ମଶାସ୍ତ୍ରୀମାନଙ୍କ ସହିତ କେଉଁ ବିଷୟ ରେ ୟୁକ୍ତିତର୍କ କରୁଥିଲ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯୀଶୁ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ ସେମାନଙ୍କ ସହିତ କଅଣ ବାଦାନୁବାଦ କରୁଅଛ?
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଶିଷ୍ୟମାନଙ୍କୁ ପଚାରିଲେ, “ସେମାନଙ୍କ ସହିତ କେଉଁ ବିଷୟରେ ଯୁକ୍ତି କରୁଥିଲ?”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ପଗ୍ଭରିଲେ, “ତୁମ୍ଭେମାନେ ଧର୍ମଶାସ୍ତ୍ରୀମାନଙ୍କ ସହିତ କେଉଁ ବିଷୟରେ ଯୁକ୍ତିତର୍କ କରୁଥିଲ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ ସେମାନଙ୍କ ସହିତ କଅଣ ବାଦାନୁବାଦ କରୁଅଛ?
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ ସେମାନଙ୍କ ସହିତ କଅଣ ବାଦାନୁବାଦ କରୁଅଛ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ “ಕಾಚ್ಯಾ ವಿಶಯಾತ್ ತುಮಿ ತೆಂಚಾಕ್ನಾ ವಾದಿಕ್-ವಾದ್ ಕರುನ್ ಖೆಳುಕ್ ಲಾಗಲ್ಲ್ಯಾಸಿ?” ಮನುನ್ ಶಿಸಾಕ್ನಿ ಇಚಾರ್‍ಲ್ಯಾನ್.