Mark 9:17 — Compare Translations

7 translations compared side by side

Odia - 1840
"ଭିଡ ଭିତରୁ ଜଣେ ଲୋକ ଉତ୍ତର ଦଲୋ, ହେ ଗୁରୁ, ମୁଁ ମାେ ପୁଅକୁ ଆପଣଙ୍କ ପାଖକୁ ଆଣିଥିଲି। ତା ଦହେ ରେ ଦୁଷ୍ଟାତ୍ମାଟିଏ ପ୍ରବେଶ କରି ତାକୁ କଥା କହିବାକୁ ଦେଉନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୋକସମୂହ ମଧ୍ୟରୁ ଜଣେ ତାହାଙ୍କୁ ଉତ୍ତର ଦେଲା, ହେ ଗୁରୁ, ମୁଁ ମୋର ପୁଅକୁ ଆପଣଙ୍କ ନିକଟକୁ ଆଣିଥିଲି; ତାହାକୁ ଗୋଟିଏ ଘୁଙ୍ଗା ଭୂତ ଲାଗିଛି;
Odia BSI (ପବିତ୍ର ବାଇବଲ (CL) NT (BSI))
ଲୋକ ଗହଳି ଭିତରୁ ଜଣେ ଉତ୍ତର ଦେଇ କହିଲା, “ଗୁରୁ, ମୋ’ ପୁଅକୁ ଭୂତ ଧରିଛି ଏବଂ ସେ କଥା କହିପାରୁ ନାହିଁ। ତାକୁ ମୁଁ ଆପଣଙ୍କ ନିକଟକୁ ଆଣିଥିଲି।
Odia Bible ERV 2004 (ପବିତ୍ର ବାଇବଲ)
ଭିଡ଼ ଭିତରୁ ଜଣେ ଲୋକ ଉତ୍ତର ଦେଲୋ, “ହେ ଗୁରୁ, ମୁଁ ମୋ’ ପୁଅକୁ ଆପଣଙ୍କ ପାଖକୁ ଆଣିଥିଲି। ତା ଦେହରେ ଦୁଷ୍ଟାତ୍ମାଟିଏ ପ୍ରବେଶ କରି ତାକୁ କଥା କହିବାକୁ ଦେଉ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲୋକସମୂହ ମଧ୍ୟରୁ ଜଣେ ତାହାଙ୍କୁ ଉତ୍ତର ଦେଲା, ହେ ଗୁରୁ, ମୁଁ ମୋହର ପୁଅକୁ ଆପଣଙ୍କ ନିକଟକୁ ଆଣିଥିଲି; ତାହାକୁ ଗୋଟିଏ ଘୁଙ୍ଗା ଭୂତ ଲାଗିଛି;
Odia IRV 2017 (ଓଡିଆ ବାଇବେଲ)
ଲୋକସମୂହ ମଧ୍ୟରୁ ଜଣେ ତାହାଙ୍କୁ ଉତ୍ତର ଦେଲା, ହେ ଗୁରୁ, ମୁଁ ମୋର ପୁଅକୁ ଆପଣଙ୍କ ନିକଟକୁ ଆଣିଥିଲି; ତାହାକୁ ଗୋଟିଏ ଘୁଙ୍ଗା ଭୂତ ଲାଗିଛି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತ್ಯಾ ಲೊಕಾನಿತ್ಲ್ಯಾ ಎಕ್ ಮಾನ್ಸಾನ್ “ಗುರುಜಿ,ಮಾಜ್ಯಾ ಲೆಕಾಕ್ ಮಿಯಾ ತುಜೆಕ್ಡೆ ಘೆವ್ನ್ ಯೆಲಾ, ತೆಕಾ ಗಿರೊಲಾಗ್ಲಾ ತೆಕಾ ಬೊಲುಕ್ ಹೊಯ್ನಾ.” ಮನುನ್ ಜೆಜುಕ್ ಸಾಂಗ್ಲ್ಯಾನ್.