Mark 9:18 — Compare Translations

7 translations compared side by side

Odia - 1840
"ଦୁଷ୍ଟାତ୍ମା ପୁଅକୁ ଆକ୍ରମଣ କରୁଛି। ସେ ଆକ୍ରମଣ କଲା ବେଳେ ପୁଅକୁ ତଳେ କଚାଡି ଦେଉଛି। ପୁଅ ମୁଁହଁରୁ ଫଣେ ବାହାରୁଛି ଓ ସେ ଦାନ୍ତ କଡମଡ କରୁଛି ଓ ଶୁଖିଯାଉଛି, ମୁଁ ଆପଣଙ୍କ ଶିଷ୍ଯମାନଙ୍କୁ ସହେି ଦୁଷ୍ଟାତ୍ମା କୁ ବାହାର କରି ଦବୋକୁ ଅନୁରୋଧ କଲି, କିନ୍ତୁ ସମାନେେ ତାକୁ ବାହାର କରି ପାରିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେକୌଣସି ସ୍ଥାନରେ ସେ ତାହାକୁ ଧରେ, ତାହାକୁ ତଳେ ପକାଇଦିଏ, ତାହାର ମୁହଁରୁ ଫେଣ ବାହାରେ ଓ ସେ ଦା; ରଗଡ଼େ, ଆଉ ସେ ଶୁଖିଯାଉଅଛି; ତାହାକୁ ଛଡ଼ାଇବା ନିମନ୍ତେ ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ କହିଥିଲି, କିନ୍ତୁ ସେମାନେ ପାରିଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଭୂତ ତାକୁ ଥରେ ଥରେ ତଳେ ପକାଇ ଦିଏ। ସେତେବେଳେ ତା’ ମୁହଁରୁ ଫେଣ ବାହାରେ, ସେ ତା’ ଦାନ୍ତ ରଗଡ଼େ ଓ ତା’ ଦେହ ଅଚଳ ହୋଇଯାଏ। ଭୂତ ଛଡ଼ାଇବା ପାଇଁ ଆପଣଙ୍କ ଶିଷ୍ୟମାନଙ୍କୁ କହିଲି, କିନ୍ତୁ ସେମାନେ କିଛି କରିପାରିଲେ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟାତ୍ମା ପୁଅକୁ ଆକ୍ରମଣ କରୁଛି। ସେ ଆକ୍ରମଣ କଲାବେଳେ ପୁଅକୁ ତଳେ କଗ୍ଭଡ଼ି ଦେଉଛି। ପୁଅ ମୁହଁରୁ ଫେଣ ବାହାରୁଛି ଓ ସେ ଦାନ୍ତ କଡ଼ମଡ଼ କରୁଛି ଓ ଶୁଖିଯାଉଛି, ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ ସେହି ଦୁଷ୍ଟାତ୍ମାକୁ ବାହାର କରି ଦେବାକୁ ଅନୁରୋଧ କଲି, କିନ୍ତୁ ସେମାନେ ତାକୁ ବାହାର କରି ପାରିଲେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେକୌଣସି ସ୍ଥାନରେ ସେ ତାହାକୁ ଧରେ, ତାହାକୁ ତଳେ ପକାଇଦିଏ ତାହାର ମୁହଁରୁ ଫେଣ ବାହାରେ ଓ ସେ ଦାନ୍ତ ରଗଡ଼େ, ଆଉ ସେ ଶୁଖିଯାଉଅଛି; ତାହାକୁ ଛଡ଼ାଇବା ନିମନ୍ତେ ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ କହିଥିଲି, କିନ୍ତୁ ସେମାନେ ପାରିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେକୌଣସି ସ୍ଥାନରେ ସେ ତାହାକୁ ଧରେ, ତାହାକୁ ତଳେ ପକାଇଦିଏ ତାହାର ମୁହଁରୁ ଫେଣ ବାହାରେ ଓ ସେ ଦାନ୍ତ ରଗଡ଼େ, ଆଉ ସେ ଶୁଖିଯାଉଅଛି; ତାହାକୁ ଛଡ଼ାଇବା ନିମନ୍ତେ ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ କହିଥିଲି, କିନ୍ତୁ ସେମାନେ ପାରିଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಗಿರೊ ತೆಕಾ ಅಂಗಾತ್ ಚಡಲ್ಲ್ಯಾ ತನ್ನಾ ತೆಕಾ ಜಿಮ್ನಿಕ್ ಪಾಡ್ವುತಾ, ತೊ ತೊಂಡಾತ್ನಾ ಫೆನ್ ಕಾಡ್ತಾ ಅನಿ ಕಟ್ಕಟ್ ದಾತಾ ಚಾವ್ತಾ, ತೆಚೆ ಆಂಗ್ ಶೆಡ್ದುನ್ ಘಟ್ ಹೊತಾ. ತ್ಯಾ ಗಿರ್‍ಯಾಕ್ ಕಾಡಾ ಮನುನ್ ತುಜ್ಯಾ ಶಿಸಾಕ್ನಿ ಮಿಯಾ ಸಾಂಗ್ಲೊ, ಖರೆ ತೆ ತೆಂಚೆನ್ ಹೊವ್ಕ್ ನಾ ಮನುನ್ ಸಾಂಗ್ಲ್ಯಾನ್.