Mark 9:19 — Compare Translations
7 translations compared side by side
Odia - 1840
"ଯୀଶୁ ଉତ୍ତର ଦେଲେ, ତୁମ୍ଭମାନେେ କାହିଁକି ବିଶ୍ବାସ କରୁନାହଁ? କେତେ କାଳ ମୁଁ ତୁମ୍ଭମାନଙ୍କ ସହିତ ଥିବି? କେତେ କାଳ ମୁଁ ତୁମ୍ଭମାନଙ୍କର ସବୁ ସହୁଥିବି? ସହେି ପିଲାକୁ ମାେ ପାଖକୁ ନଇେଆସ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଆରେ ଅବିଶ୍ଵାସୀ ବଂଶ, କେତେକାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି? ତାହାକୁ ମୋʼ ପାଖକୁ ଆଣ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କୁ କହିଲେ, “ତୁମେ କେଡ଼େ ଅଳ୍ପ ବିଶ୍ୱାସୀ। ତୁମ ସହିତ ମୁଁ ଆଉ କେତେ ଦିନ ରହିବି? କେତେ ଦିନ ଆଉ ମୁଁ ତୁମକୁ ସହ୍ୟ କରିବି? ପୁଅଟିକୁ ମୋ’ ପାଖକୁ ନେଇ ଆସ।” ସେମାନେ ଯୀଶୁଙ୍କ ନିକଟକୁ ତାକୁ ଆଣିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ କାହିଁକି ବିଶ୍ୱାସ କରୁ ନାହଁ? କେତେ କାଳ ମୁଁ ତୁମ୍ଭମାନଙ୍କ ସହିତ ଥିବି? କେତେ କାଳ ମୁଁ ତୁମ୍ଭମାନଙ୍କର ସବୁ ସହୁଥିବି? ସେହି ପିଲାକୁ ମୋ’ ପାଖକୁ ନେଇ ଆସ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଆରେ ଅବିଶ୍ୱାସୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି? ତାହାକୁ ମୋʼ ପାଖକୁ ଆଣ।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଆରେ ଅବିଶ୍ୱାସୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି? ତାହାକୁ ମୋ' ପାଖକୁ ଆଣ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ಶಿಸಾಕ್ನಿ“ತುಮ್ಕಾ ವಿಶ್ವಾಸುಚ್ ನಾ! ಅಜುನ್ಬಿ ಕವ್ಡೊ ಎಳ್ ಮಿಯಾ ತುಮ್ಚ್ಯಾ ವಾಂಗ್ಡಾ ರ್ಹವ್ಚೆ? ಮಿಯಾ ಕವ್ಡೊ ಎಳ್ ತುಮ್ಕಾ ಸೊಸುನ್ ಘೆವ್ನ್ ಜವ್ಚೆ? ತ್ಯಾ ಪೊರಾಕ್ ಮಾಜೆಕ್ಡೆ ಘೆವ್ನ್ ಯೆವಾ!” ಮಟ್ಲ್ಯಾನ್.