Mark 9:2 — Compare Translations

7 translations compared side by side

Odia - 1840
"ଛଅ ଦିନ ପରେ, ଯୀଶୁ ପିତର, ଯାକୁବ ଓ ଯୋହନଙ୍କୁ ନିଜ ସାଙ୍ଗ ରେ ନଇେ ଗୋଟିଏ ଉଚ୍ଚ ପର୍ବତ ଉପରକୁ ଗଲେ। ସଠାେରେ କବଳେ ସହେିମାନେ ଥିଲେ। ସଠାେରେ ଶିଷ୍ଯମାନେ ଯୀଶୁଙ୍କୁ ଦେଖୁଥିବା ସମୟରେ ଯୀଶୁଙ୍କ ସ୍ବରୂପ ପରିବର୍ତ୍ତନ ହାଇେ ଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଛଅ ଦିନ ପରେ ଯୀଶୁ କେବଳ ପିତର, ଯାକୁବ ଓ ଯୋହନଙ୍କୁ ସାଙ୍ଗରେ ଘେନି ଅନ୍ତର ହୋଇ ସେମାନଙ୍କୁ ଗୋଟିଏ ଉଚ୍ଚ ପର୍ବତକୁ ନେଇଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହାର ଛଅ ଦିନ ପରେ ପିତର, ଯାକୁବ ଓ ଯୋହନଙ୍କୁ ସଙ୍ଗରେ ନେଇ ଯୀଶୁ ଗୋଟିଏ ଉଚ୍ଚ ପର୍ବତ ଆରୋହଣ କଲେ। ସେଠାରେ ଅନ୍ୟ କେହି ନ ଥିଲେ। ଶିଷ୍ୟମାନେ ଚାହୁଁ ଚାହୁଁ ଯୀଶୁଙ୍କର ଗୋଟିଏ ଅପୂର୍ବ ରୂପାନ୍ତର ହେଲା।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କ ସହିତ ମୋଶା ଓ ଏଲିୟ ଛଅ ଦିନ ପରେ, ଯୀଶୁ ପିତର, ଯାକୁବ ଓ ଯୋହନଙ୍କୁ ନିଜ ସାଙ୍ଗରେ ନେଇ ଗୋଟିଏ ଉଚ୍ଚ ପର୍ବତ ଉପରକୁ ଗଲେ। ସେଠାରେ କେବଳ ସେହିମାନେ ଥିଲେ। ସେଠାରେ ଶିଷ୍ୟମାନେ ଯୀଶୁଙ୍କୁ ଦେଖୁଥିବା ସମୟରେ ଯୀଶୁଙ୍କ ସ୍ୱରୂପ ପରିବର୍ତ୍ତନ ହୋଇ ଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଛଅ ଦିନ ପରେ ଯୀଶୁ କେବଳ ପିତର, ଯାକୁବ ଓ ଯୋହନଙ୍କୁ ସାଙ୍ଗରେ ନେଇ ଅନ୍ତର ହୋଇ ସେମାନଙ୍କୁ ଗୋଟିଏ ଉଚ୍ଚ ପର୍ବତକୁ ନେଇଗଲେ।
Odia IRV 2017 (ଓଡିଆ ବାଇବେଲ)
ଛଅ ଦିନ ପରେ ଯୀଶୁ କେବଳ ପିତର, ଯାକୁବ ଓ ଯୋହନଙ୍କୁ ସାଙ୍ଗରେ ନେଇ ଅନ୍ତର ହୋଇ ସେମାନଙ୍କୁ ଗୋଟିଏ ଉଚ୍ଚ ପର୍ବତକୁ ନେଇଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಾ ದಿಸ್ ಹೊಲ್ಲ್ಯಾ ಮಾನಾ, ಜೆಜು ಪೆದ್ರುಕ್, ಜಾಕೊಬಾಕ್ ಅನಿ ಜುವಾಂವಾಕ್ ಬಲ್ವುನ್ ಘೆವ್ನ್, ಎಕ್ ಮಡ್ಡಿ ವರ್‍ತಿ ಗೆಲೊ. ಥೈ ತೆನಿ ಎವ್ಡೆಚ್ ಹೊತ್ತೆ. ತೆನಿ ಜೆಜು ವರ್‍ತಿ ನದರ್ ಮಾರುನ್ ಬಗಟಲ್ಲ್ಯಾನಿ ತನ್ನಾ ತೆಚೆ ವರ್‍ತಿ ಹೊಲ್ಲಿ ಬದ್ಲಾವನ್ ತೆಂಕಾ ದಿಸ್ಲಿ.