Mark 9:20 — Compare Translations
7 translations compared side by side
Odia - 1840
"ତେଣୁ ଶିଷ୍ଯମାନେ ପିଲାକୁ ଯୀଶୁଙ୍କ ପାଖକୁ ନଇେ ଆସିଲେ। ଦୁଷ୍ଟାତ୍ମା ଯୀଶୁଙ୍କୁ ଦେଖିବା ମାତ୍ ରେ ପିଲାକୁ ଆକ୍ରମଣ କଲା। ସହେି ପିଲା ତଳେ ପଡିଯାଇ ଗଡିଗଲା। ତା' ପାଟିରୁ ଫଣେ ବାହାରିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେମାନେ ତାହାକୁ ତାହାଙ୍କ ଛାମୁକୁ ଆଣିଲେ । ପୁଣି, ତାହାଙ୍କୁ ଦେଖିବାମାତ୍ରେ ସେହି ଭୂତ ତାହାକୁ ଭୟଙ୍କରଭାବେ ମୋଡ଼ିପକାଇଲା ଓ ସେ ଭୂଇଁରେ ପଡ଼ି ମୁହଁରୁ ଫେଣ ବାହାର କରି ଗଡ଼ିବାକୁ ଲାଗିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରେତାତ୍ମା ଯୀଶୁଙ୍କୁ ଦେଖିବାକ୍ଷଣି ବାଳକକୁ ଅଚେତ କରିଦେଇ ତଳେ କଚାଡ଼ି ଦେଲା ଏବଂ ପିଲାଟି ପାଟିରୁ ଫେଣ କାଢ଼ି ତଳେ ଗଡ଼ିବାକୁ ଲାଗିଲା।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଶିଷ୍ୟମାନେ ପିଲାକୁ ଯୀଶୁଙ୍କ ପାଖକୁ ନେଇ ଆସିଲେ। ଦୁଷ୍ଟାତ୍ମା ଯୀଶୁଙ୍କୁ ଦେଖିବା ମାତ୍ରେ ପିଲାକୁ ଆକ୍ରମଣ କଲା। ସେହି ପିଲା ତଳେ ପଡ଼ିଯାଇ ଗଡ଼ିଗଲା। ତା’ ପାଟିରୁ ଫେଣ ବାହାରିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେମାନେ ତାହାକୁ ତାହାଙ୍କ ଛାମୁକୁ ଆଣିଲେ। ପୁଣି, ଯୀଶୁଙ୍କୁ ଦେଖିବା ମାତ୍ରେ ସେହି ଭୂତ ତାହାକୁ ଭୟଙ୍କର ଭାବେ ମୋଡ଼ିପକାଇଲା ଓ ସେ ଭୂମିରେ ପଡ଼ି ମୁହଁରୁ ଫେଣ ବାହାର କରି ଗଡ଼ିବାକୁ ଲାଗିଲା।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେମାନେ ତାହାକୁ ତାହାଙ୍କ ଛାମୁକୁ ଆଣିଲେ । ପୁଣି, ଯୀଶୁଙ୍କୁ ଦେଖିବା ମାତ୍ରେ ସେହି ଭୂତ ତାହାକୁ ଭୟଙ୍କର ଭାବେ ମୋଡ଼ିପକାଇଲା ଓ ସେ ଭୂଇଁରେ ପଡ଼ି ମୁହଁରୁ ଫେଣ ବାହାର କରି ଗଡ଼ିବାକୁ ଲାଗିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೆನಿ ತ್ಯಾ ಪೊರಾಕ್ ತೆಚೆಕ್ಡೆ ಘೆವ್ನ್ ಯೆಲ್ಯಾನಿ. ಜೆಜುಕ್ ಬಗಟಲ್ಲೆಚ್ ತ್ಯಾ ಗಿರ್ಯಾನ್ ತೆಕಾ ಕಡ್ಕಡಿ ಸರ್ಕೆ ಕರ್ಲ್ಯಾನ್, ತ್ಯಾ ಪೊರಾಕ್ ಜಿಮ್ನಿಕ್ ಪಾಡ್ವುಲ್ಯಾನ್ ತನ್ನಾ ತೊ ಪೊರ್ ಖಾಲ್ತಿ ಪಡುನ್ ತೊಂಡಾತ್ನಾ ಫೆನ್ ಕಾಡುನ್ಗೆತ್ ತಳ್ಮಳುಕ್ಲಾಗ್ಲೊ.