Mark 9:22 — Compare Translations
7 translations compared side by side
Odia - 1840
"ଦୁଷ୍ଟାତ୍ମା ତାକୁ ମାରିବାକୁ ଅନକେ ଥର ପାଣିକୁ ଓ ଅନକେ ଥର ନିଆଁ ଭିତରକୁ ଫିଙ୍ଗି ଦେଉଛି। ଆପଣ ଯଦି ତା ପାଇଁ କିଛି କରି ପାରନ୍ତି, ତବେେ ଆମ୍ଭ ପ୍ରତି ଦୟା ହବେ ଓ ଆମ୍ଭକୁ ସାହାୟ୍ଯ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତାହାକୁ ମାରିପକାଇବା ପାଇଁ ଥରକୁ ଥର ନିଆଁ ଓ ପାଣିରେ ପକାଇଅଛି; କିନ୍ତୁ ଆପଣ ଯଦି କିଛି କରି ପାରନ୍ତି, ତାହାହେଲେ ଆମ୍ଭମାନଙ୍କ ପ୍ରତି ଦୟା କରି ଆମ୍ଭମାନଙ୍କର ଉପକାର କରନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଉତ୍ତର ଦେଲା, “ପିଲାବେଳୁ। ଭୂତ ତାକୁ ନିଆଁ ବା ପାଣିରେ ପକାଇ ମାରି ଦେବା ପାଇଁ ଅନେକ ଥର ଚେଷ୍ଟା କରିଛି। ଗୁରୁ! ସମ୍ଭବ ହେଲେ, ଦୟାକରି ଆମକୁ ଏଥିରେ ସାହାଯ୍ୟ କରନ୍ତୁ।”
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟାତ୍ମା ତାକୁ ମାରିବାକୁ ଅନେକ ଥର ପାଣିକୁ ଓ ଅନେକ ଥର ନିଆଁ ଭିତରକୁ ଫିଙ୍ଗି ଦେଉଛି। ଆପଣ ଯଦି ତା’ ପାଇଁ କିଛି କରି ପାରନ୍ତି, ତେବେ ଆମ୍ଭ ପ୍ରତି ଦୟା ହେବ ଓ ଆମ୍ଭକୁ ସାହାଯ୍ୟ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତାହାକୁ ମାରିପକାଇବା ପାଇଁ ଥରକୁଥର ନିଆଁ ଓ ପାଣିରେ ପକାଇଅଛି; କିନ୍ତୁ ଆପଣ ଯଦି କିଛି କରିପାରନ୍ତି, ତାହାହେଲେ ଆମ୍ଭମାନଙ୍କ ପ୍ରତି ଦୟା କରି ଆମ୍ଭମାନଙ୍କର ଉପକାର କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ସେ ତାହାକୁ ମାରିପକାଇବା ପାଇଁ ଥରକୁଥର ନିଆଁ ଓ ପାଣିରେ ପକାଇଅଛି; କିନ୍ତୁ ଆପଣ ଯଦି କିଛି କରି ପାରନ୍ତି, ତାହାହେଲେ ଆମ୍ଭମାନଙ୍କ ପ୍ରତି ଦୟା କରି ଆମ୍ଭମାନଙ୍କର ଉପକାର କରନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಲೈಂದಾ ತ್ಯಾ ಗಿರ್ಯಾನ್ ತೆಚೊ ಜಿವ್ ಕಾಡುಸಾಟಿ ಮನುನ್ ಆಗಿತ್, ಪಾನಿಯಾತ್ ನ್ಹೆವ್ನ್ ಪಾಡ್ವುಕ್ ಕಸ್ರತ್ ಕರಲ್ಲೆ ಹಾಯ್, ದಯಾ ಕರುನ್ ತುಕಾ ಸಾದ್ಯ್ ಹೊಲ್ಯಾರ್ ಅಮ್ಕಾ ಮಜತ್ ಕರ್!” ಮಟ್ಲ್ಯಾನ್.