Mark 9:23 — Compare Translations

7 translations compared side by side

Odia - 1840
"ଯୀଶୁ କହିଲେ, ତୁମ୍ଭେ କହିଲ, 'ତୁମ୍ଭେ ଯଦି ପାରିବ ତବେେ ସାହାୟ୍ଯ ହବେ।' ବିଶ୍ବାସୀ ଲୋକପାଇଁ ସବୁ କିଛି ସମ୍ଭବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯୀଶୁ ତାହାକୁ କହିଲେ, କଅଣ କହିଲ? ଯଦି କରି ପାରନ୍ତି! ବିଶ୍ଵାସୀ ପକ୍ଷରେ ସମସ୍ତ ହିଁ ସମ୍ଭବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ କହିଲେ, “ହଁ! ଯେ ବିଶ୍ୱାସ କରେ, ତା’ ପକ୍ଷରେ ସବୁ ସମ୍ଭବ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “ତୁମ୍ଭେ କହିଲ, ‘ତୁମ୍ଭେ ଯଦି ପାରିବ ତେବେ ସାହାଯ୍ୟ ହେବ।’ ବିଶ୍ୱାସୀ ଲୋକପାଇଁ ସବୁକିଛି ସମ୍ଭବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯୀଶୁ ତାହାକୁ କହିଲେ, କଅଣ କହିଲ? ଯଦି କରିପାରନ୍ତି! ଯିଏ ବିଶ୍ୱାସ କରେ, ତାʼ ପକ୍ଷରେ ସମସ୍ତ ସମ୍ଭବ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯୀଶୁ ତାହାକୁ କହିଲେ, କ'ଣ କହିଲ? ଯଦି କରି ପାରନ୍ତି! ଯିଏ ବିଶ୍ୱାସ କରେ, ତା' ପକ୍ଷରେ ସମସ୍ତ ସମ୍ଭବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ “ತುಕಾ ಸಾದ್ಯ್ ಹೊಲ್ಯಾರ್! ವಿಶ್ವಾಸ್ ಹೊತ್ತ್ಯಾ ಮಾನ್ಸಾಕ್ ಸಗ್ಳೆ ಸಾದ್ಯ್.” ಮಟ್ಲ್ಯಾನ್.