Mark 9:24 — Compare Translations
7 translations compared side by side
Odia - 1840
"ପିଲାଟିର ବାପା ଉଚ୍ଚସ୍ବର କରି କହିଲା, ମୁଁ ବିଶ୍ବାସ କରୁଛି। ମାେତେ ଅଧିକ ବିଶ୍ବାସ କରିବା ପାଇଁ ସାହାୟ୍ଯ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହିକ୍ଷଣି ପିଲାଟିର ପିତା ଉଚ୍ଚ ସ୍ଵରରେ କହିଲା, ମୁଁ ବିଶ୍ଵାସ କରୁଅଛି, ମୋହର ଅବିଶ୍ଵାସର ପ୍ରତିକାର କରନ୍ତୁ।
Odia BSI (ପବିତ୍ର ବାଇବଲ (CL) NT (BSI))
ବାଳକର ବାପା ଉଚ୍ଚସ୍ୱରରେ କହିଲା, “ମୋର ବିଶ୍ୱାସ ଅଛି, କିନ୍ତୁ ଯଥେଷ୍ଟ ନୁହେଁ। ମୋ’ ବିଶ୍ୱାସ ବଢ଼ାଇବା ପାଇଁ ମୋତେ ସାହାଯ୍ୟ କରନ୍ତୁ।”
Odia Bible ERV 2004 (ପବିତ୍ର ବାଇବଲ)
ପିଲାଟିର ବାପା ଉଚ୍ଚସ୍ୱର କରି କହିଲା, “ମୁଁ ବିଶ୍ୱାସ କରୁଛି। ମୋତେ ଅଧିକ ବିଶ୍ୱାସ କରିବା ପାଇଁ ସାହାଯ୍ୟ କରନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହିକ୍ଷଣି ପିଲାଟିର ପିତା ଉଚ୍ଚସ୍ୱରରେ କହିଲା, ମୁଁ ବିଶ୍ୱାସ କରୁଅଛି, ମୋହର ଅବିଶ୍ୱାସର ପ୍ରତିକାର କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ସେହିକ୍ଷଣି ପିଲାଟିର ପିତା ଉଚ୍ଚସ୍ୱରରେ କହିଲା, ମୁଁ ବିଶ୍ୱାସ କରୁଅଛି, ମୋହର ଅବିଶ୍ୱାସର ପ୍ରତିକାର କରନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತ್ಯಾ ಪೊರಾಂಚ್ಯಾ ಬಾಬಾನ್ “ಮಾಕಾ ವಿಶ್ವಾಸ್ ಹಾಯ್, ಖರೆ ತೊ ಫಿರೆ ಹೊಯ್ನಾ, ವಿಶ್ವಾಸ್ ಕರುಕ್ ತಿಯಾಚ್ ಮಾಕಾ ಅದಾರ್ ದಿ!” ಮನುನ್ ಬೊಬ್ ಮಾರ್ಲ್ಯಾನ್.