Mark 9:25 — Compare Translations

7 translations compared side by side

Odia - 1840
"ଯୀଶୁ ଦେଖିଲେ ଯେ ଏହି ଘଟଣା ଦେଖିବା ପାଇଁ ଲୋକେ ତାହାଙ୍କ ପାଖକୁ ମାଡି ଆସୁଛନ୍ତି। ତେଣୁ ସେ ଦୁଷ୍ଟାତ୍ମାକୁ ଧମକ ଦଇେ କହିଲେ, ହେ ଦୁଷ୍ଟାତ୍ମା, ତୁ ପିଲାଟିକୁ ମୂକ ଓ ବଧିର କରି ଦଇେଛୁ। ମୁଁ ତୋତେ ଆଜ୍ଞା ଦେଉଛି, ପିଲାର ଦହେ ଭିତରୁ ବାହାରିଯା। ଏହାର ଦହେ ରେ ପୁଣି ଆଉ କବେେ ହେଲେ ପ୍ରବେଶ କରିବୁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ଲୋକସମୂହ ଏକତ୍ର ଦୌଡ଼ି ଆସୁଅଛନ୍ତି ଦେଖି ଯୀଶୁ ସେହି ଅଶୁଚି ଆତ୍ମାକୁ ଧମକ ଦେଇ କହିଲେ, ରେ ମୂକ ଓ ବଧିର ଆତ୍ମା, ମୁଁ ତୋତେ ଆଜ୍ଞା ଦେଉଅଛି, ଏହାଠାରୁ ବାହାରିଯା, ପୁଣି ଆଉ କେବେ ହେଁ ଏହାଠାରେ ପଶିବୁ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଲକ୍ଷ୍ୟ କଲେ, ଚାରିଆଡ଼ୁ ଲୋକେ ତାଙ୍କ ଆଡ଼କୁ ମାଡ଼ି ଆସୁଛନ୍ତି। ତେଣୁ ସେ ପ୍ରେତାତ୍ମାକୁ ଆଦେଶ ଦେଲେ, “ଆରେ ମୂକ ଓ ବଧିର ଆତ୍ମା - ମୁଁ ଆଜ୍ଞା ଦେଉଛି, ଏ ପିଲା ଭିତରୁ ବାହାରି ଯା’ - ଆଉ କେବେ ତା’ ଭିତରେ ପ୍ରବେଶ କରିବୁ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଦେଖିଲେ ଯେ ଏହି ଘଟଣା ଦେଖିବା ପାଇଁ ଲୋକେ ତାହାଙ୍କ ପାଖକୁ ମାଡ଼ି ଆସୁଛନ୍ତି। ତେଣୁ ସେ ଦୁଷ୍ଟାତ୍ମାକୁ ଧମକ ଦେଇ କହିଲେ, “ହେ ଦୁଷ୍ଟାତ୍ମା, ତୁ ପିଲାଟିକୁ ମୂକ ଓ ବଧିର କରି ଦେଇଛୁ। ମୁଁ ତୋତେ ଆଜ୍ଞା ଦେଉଛି, ପିଲାର ଦେହ ଭିତରୁ ବାହାରିଯା। ଏହାର ଦେହରେ ପୁଣି ଆଉ କେବେ ହେଲେ ପ୍ରବେଶ କରିବୁ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ଲୋକସମୂହ ଏକତ୍ର ଦୌଡ଼ି ଆସୁଥିବା ଦେଖି ଯୀଶୁ ସେହି ଅଶୁଚି ଆତ୍ମାକୁ ଧମକ ଦେଇ କହିଲେ, ରେ ମୂକ ଓ ବଧିର ଆତ୍ମା, ମୁଁ ତୋତେ ଆଜ୍ଞା ଦେଉଅଛି, ଏହାଠାରୁ ବାହାରିଯା, ପୁଣି, ଆଉ କେବେ ହେଁ ଏହାଠାରେ ପଶିବୁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପରେ ଲୋକସମୂହ ଏକତ୍ର ଦୌଡ଼ିଆସୁଅଛନ୍ତି ଦେଖି ଯୀଶୁ ସେହି ଅଶୁଚି ଆତ୍ମାକୁ ଧମକ ଦେଇ କହିଲେ, ରେ ମୂକ ଓ ବଧିର ଆତ୍ମା, ମୁଁ ତୋତେ ଆଜ୍ଞା ଦେଉଅଛି, ଏହାଠାରୁ ବାହାରିଯା, ପୁଣି, ଆଉ କେବେ ହେଁ ଏହାଠାରେ ପଶିବୁ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೊಕಾಂಚೊ ತಾಂಡೊ ಅಪ್ನಾಕ್ಡೆ ಯೆವ್ನ್ ಜಮ್ತಲೆ ಜೆಜುನ್ ಬಗಟ್ಲ್ಯಾನ್. ತಸೆ ಮನುನ್ ತೆನಿ ತ್ಯಾ ಗಿರ್‍ಯಾಕ್ “ಯೆ, ಬೊಲಿನಸಿ ಸರ್ಕೆ ಅನಿ ಆಯ್ಕಿನಸಿ ಸರ್ಕೆ ಕರ್‍ತಲ್ಯಾ ಗಿರ್‍ಯಾ, ಹ್ಯಾ ಪೊರಾತ್ನಾ ಭಾಯ್ರ್ ಪಡ್ ಅನಿ ಕನ್ನಾಬಿ ತೆಚ್ಯಾ ಭುತ್ತುರ್ ಜವ್ನಕೊ!” ಮನುನ್ ತಾಕಿತ್ ದಿಲ್ಯಾನ್.