Mark 9:26 — Compare Translations

7 translations compared side by side

Odia - 1840
"ଦୁଷ୍ଟାତ୍ମା ୟନ୍ତ୍ରଣା ରେ ଚିତ୍କାର କଲା, ପିଲାକୁ ଥରାଇ ତଳେ ପକାଇ ଦଲୋ। ପୁଣି ଥରେ ପିଲାକୁ ତଳେ କଚାଡି ଦଇେ ଦୁଷ୍ଟାତ୍ମା ତା' ଦହରେୁ ବାହାରି ଆସିଲା। ଏହି ପିଲା ମରିଗଲା ଭଳି ଦଖାଗେଲା। ଅନକେ ଲୋକ କହିଲେ, ସେ ମରି ଯାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେ ଚିତ୍କାର କରି ତାହାକୁ ଅତ୍ୟ; ମୋଡ଼ିପକାଇ ବାହାରିଗଲା, ଆଉ ପିଲାଟି ମଲା ପରି ହୋଇଗଲା, ଏପରି କି ଅଧିକାଂଶ କହିଲେ, ସେ ମରିଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରେତାତ୍ମା ଚିକ୍ରାର କରି ବାଳକକୁ ଅଚେତ କରିଦେଲା ଏବଂ ତାକୁ ତଳେ କଚାଡ଼ି ଦେଇ ତା’ ଭିତରୁ ବାହାରି ଗଲା। ଅଚେତ ବାଳକଟି ଶବପରି ଦେଖାଗଲା ଏବଂ ସମସ୍ତେ କହିଲେ, “ସେ ମରିଯାଇଛି।” କିନ୍ତୁ ଯୀଶୁ ତା’ ହାତ ଧରି ତାକୁ ଉଠାଇଲେ ଏବଂ ସେ ଉଠି ଠିଆ ହେଲା।
Odia Bible ERV 2004 (ପବିତ୍ର ବାଇବଲ)
ଦୁଷ୍ଟାତ୍ମା ଯନ୍ତ୍ରଣାରେ ଚିତ୍କାର କଲା, ପିଲାକୁ ଥରାଇ ତଳେ ପକାଇ ଦେଲା। ପୁଣି ଥରେ ପିଲାକୁ ତଳେ କଗ୍ଭଡ଼ି ଦେଇ ଦୁଷ୍ଟାତ୍ମା ତା’ ଦେହରୁ ବାହାରି ଆସିଲା। ଏହି ପିଲା ମରିଗଲା ଭଳି ଦେଖାଗଲା। ଅନେକ ଲୋକ କହିଲେ, “ସେ ମରି ଯାଇଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ ଚିତ୍କାର କରି ତାହାକୁ ଅତ୍ୟନ୍ତ ମୋଡ଼ିପକାଇ ବାହାରିଗଲା, ଆଉ ପିଲାଟି ମଲା ପରି ହୋଇଗଲା, ଏପରିକି ଅଧିକାଂଶ କହିଲେ, ସେ ମରିଗଲା।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ ଚିତ୍କାର କରି ତାହାକୁ ଅତ୍ୟନ୍ତ ମୋଡ଼ିପକାଇ ବାହାରିଗଲା, ଆଉ ପିଲାଟି ମଲା ପରି ହୋଇଗଲା, ଏପରିକି ଅଧିକାଂଶ କହିଲେ, ସେ ମରିଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಗಿರ್‍ಯಾನ್ ಜೊರಾನಿ ಬೊಬ್ ಮಾರ್‍ಲ್ಯಾನ್ ಅನಿ ತ್ಯಾ ಝಿಲ್ಗ್ಯಾಕ್ ಜಿಮ್ನಿಕ್ ಪಾಡ್ವುನ್, ತಳ್ಮಳಿಸರ್ಕೆ ಕರ್‍ಲ್ಯಾನ್ ಅನಿ ತೆಚಾತ್ನಾ ಭಾಯ್ರ್ ಗೆಲೊ, ತೊ ಝಿಲ್ಗೊ ಹಾಲಿನಸ್ತಾನಾ ಪಡ್ಲೊ. ತನ್ನಾ ಸಗ್ಳ್ಯಾನಿ ತೊ ಮರ್‍ಲೊಚ್ ಮಟ್ಲ್ಯಾನಿ.