Mark 9:27 — Compare Translations

6 translations compared side by side

Odia - 1840
"କିନ୍ତୁ ଯୀଶୁ ପିଲାର ହାତ ଧରି ତାହାକୁ ଉଠାଇ ଠିଆ କରାଇଲେ। ସହେି ପିଲା ଠିଆ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯୀଶୁ ତାହାର ହାତ ଧରି ତାହାକୁ ଉଠାଇଲେ, ଆଉ ସେ ଠିଆ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯୀଶୁ ପିଲାର ହାତ ଧରି ତାହାକୁ ଉଠାଇ ଠିଆ କରାଇଲେ। ସେହି ପିଲା ଠିଆ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯୀଶୁ ତାହାର ହାତ ଧରି ତାହାକୁ ଉଠାଇଲେ, ଆଉ ସେ ଠିଆ ହେଲା।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯୀଶୁ ତାହାର ହାତ ଧରି ତାହାକୁ ଉଠାଇଲେ, ଆଉ ସେ ଠିଆ ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಜೆಜುನ್ ತ್ಯಾ ಝಿಲ್ಗ್ಯಾಕ್ ಹಾತ್ ಧರುನ್ ಉಟ್ವುಲ್ಯಾನ್, ತನ್ನಾ ತೊ ಝಿಲ್ಗೊ ಉಟುನ್ ಇಬೆ ರ್‍ಹಾಲೊ.