Mark 9:28 — Compare Translations

7 translations compared side by side

Odia - 1840
"ତା'ପରେ ଯୀଶୁ ଘର ଭିତରକୁ ଗଲେ। କବଳେ ତାହାଙ୍କ ଶିଷ୍ଯମାନେ ତାହାଙ୍କ ସହିତ ସଠାେରେ ଥିଲେ। ସମାନେେ ତାକୁ ପଚାରିଲେ, ଆମ୍ଭମାନେେ ଦୁଷ୍ଟାତ୍ମାକୁ କାହିଁକି ବାହାର କରି ପାରିଲୁନି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଗୃହକୁ ଆସନ୍ତେ, ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ଗୋପନରେ ପଚାରିବାକୁ ଲାଗିଲେ, ଆମ୍ଭେମାନେ କାହିଁକି ତାହାକୁ ଛଡ଼ାଇ ପାରିଲୁ ନାହିଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଘର ଭିତରକୁ ଯିବା ପରେ ଶିଷ୍ୟମାନେ ତାଙ୍କୁ ନିଭୃତରେ ପଚାରିଲେ, “ଆମେ କାହିଁକି ସେହି ପ୍ରେତାତ୍ମାକୁ ତଡ଼ିଦେଇ ପାରିବୁ ନାହିଁ?”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ ଘର ଭିତରକୁ ଗଲେ। କେବଳ ତାହାଙ୍କ ଶିଷ୍ୟମାନେ ତାହାଙ୍କ ସହିତ ସେଠାରେ ଥିଲେ। ସେମାନେ ତାହାଙ୍କୁ ପଗ୍ଭରିଲେ, “ଆମ୍ଭେମାନେ ଦୁଷ୍ଟାତ୍ମାକୁ କାହିଁକି ବାହାର କରି ପାରିଲୁନି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଗୃହକୁ ଆସନ୍ତେ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ଗୋପନରେ ପଚାରିବାକୁ ଲାଗିଲେ, ଆମ୍ଭେମାନେ କାହିଁକି ତାହାକୁ ଛଡ଼ାଇ ପାରିଲୁ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଗୃହକୁ ଆସନ୍ତେ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ଗୋପନରେ ପଚାରିବାକୁ ଲାଗିଲେ, ଆମ୍ଭେମାନେ କାହିଁକି ତାହାକୁ ଛଡ଼ାଇ ପାରିଲୁ ନାହିଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಜೆಜು ಘರಾತ್ ಭುತ್ತುರ್ ಗೆಲೊ, ಶಿಸಾನಿ ತೊ ಎಕ್ಲೊ ಹೊತ್ತ್ಯಾ ತನ್ನಾ “ತ್ಯಾ ಗಿರ್‍ಯಾಕ್ ಭಾಯ್ರ್ ಕಾಡುಕ್ ಅಮ್ಕಾ ಕಶ್ಯಾಕ್ ಹೊವ್ಕ್ ನಾ?” ಮನುನ್ ಇಚಾರ್‍ಲ್ಯಾನಿ.