Mark 9:29 — Compare Translations
7 translations compared side by side
Odia - 1840
"ଏହା ଶୁଣି ଯୀଶୁ ସମାନଙ୍କେୁ କହିଲେ, ଏହି ପ୍ରକାରର ଦୁଷ୍ଟାତ୍ମାକୁ କବଳେ ପ୍ରାର୍ଥନା ମାଧ୍ଯମ ରେ ବାହାର କରା ଯାଇ ପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେମାନଙ୍କୁ କହିଲେ, ପ୍ରାର୍ଥନା ବିନା ଆଉ କାହିଁରେ ଏପ୍ରକାର ଭୂତ ଛଡ଼ାଯାଇ ପାରେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ଦେଲେ, “ଏହି ପ୍ରକାର ପ୍ରେତାତ୍ମାମାନଙ୍କୁ କେବଳ ପ୍ରାର୍ଥନାର ଶକ୍ତି ଦ୍ୱାରା ବାହାର କରି ଦିଆଯାଇ ପାରିବ - ଅନ୍ୟ ଉପାୟ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ଏହା ଶୁଣି ଯୀଶୁ ସେମାନଙ୍କୁ କହିଲେ, “ଏହି ପ୍ରକାରର ଦୁଷ୍ଟାତ୍ମାକୁ କେବଳ ପ୍ରାର୍ଥନା ମାଧ୍ୟମରେ ବାହାର କରାଯାଇପାରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସେମାନଙ୍କୁ କହିଲେ, ପ୍ରାର୍ଥନା (ଏବଂ ଉପବାସ) ବିନା ଆଉ କାହିଁରେ ଏପ୍ରକାର ଭୂତ ଛଡ଼ାଯାଇ ପାରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ସେମାନଙ୍କୁ କହିଲେ, ପ୍ରାର୍ଥନା ବିନା ଆଉ କାହିଁରେ ଏପ୍ରକାର ଭୂତ ଛଡ଼ାଯାଇ ପାରେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ “ತಸ್ಲ್ಯಾಕ್ನಿ ಖಾಲಿ ಮಾಗ್ನಿ ಸೊಡುನ್ ಅನಿ ಕಾಚೆನ್ಬಿ ಭಾಯ್ರ್ ಕಾಡುಕ್ ಹೊಯ್ನಾ” ಮನುನ್ ಸಾಂಗ್ಲ್ಯಾನ್.