Mark 9:3 — Compare Translations
7 translations compared side by side
Odia - 1840
"ଯୀଶୁଙ୍କ ବସ୍ତ୍ର ଧଳା ଚକ୍ ଚକ୍ ହାଇଗେଲା। ତାହା ଏତେ ଉଜ୍ଜଳ ଓ ଧଳା ଥିଲା ଯେ ପୃଥିବୀର କୌଣସି ଲୋକ ଏତେ ଧଳା କରି ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ସେମାନଙ୍କ ସାକ୍ଷାତରେ ରୂପାନ୍ତରିତ ହେଲେ, ତାହାଙ୍କ ବସ୍ତ୍ର ଏପରି ଉଜ୍ଜ୍ଵଳ ଓ ଅତିଶୟ ଶୁଭ୍ରବର୍ଣ୍ଣ ହେଲା ଯେ, ପୃଥିବୀର କୌଣସି ରଜକ ସେପରି ଶୁଭ୍ରବର୍ଣ୍ଣ କରି ପାରେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କ ବସ୍ତ୍ର ଶୁଭ୍ର ହୋଇ ଅତି ଉଜ୍ଜ୍ୱଳ ଦେଖାଗଲା - ଜଗତର କେହି ତାକୁ ଧୋଇ ଏତେ ଶୁଭ୍ର କରିପାରି ନ ଥାନ୍ତା।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କ ବସ୍ତ୍ର ଧଳା ଚକ୍ ଚକ୍ ହୋଇଗଲା। ତାହା ଏତେ ଉଜ୍ଜ୍ୱଳ ଓ ଧଳା ଥିଲା ଯେ, ପୃଥିବୀର କୌଣସି ଲୋକ ଏତେ ଧଳା କରି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ସେମାନଙ୍କ ସାକ୍ଷାତରେ ରୂପାନ୍ତରିତ ହେଲେ, ତାହାଙ୍କ ବସ୍ତ୍ର ଏପରି ଉଜ୍ଜ୍ୱଳ ଓ ଅତିଶୟ ଶୁଭ୍ରବର୍ଣ୍ଣ ହେଲା ଯେ, ପୃଥିବୀର କୌଣସି ରଜକ ସେପରି ଶୁଭ୍ରବର୍ଣ୍ଣ କରିପାରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ସେମାନଙ୍କ ସାକ୍ଷାତରେ ରୂପାନ୍ତରିତ ହେଲେ, ତାହାଙ୍କ ବସ୍ତ୍ର ଏପରି ଉଜ୍ଜ୍ୱଳ ଓ ଅତିଶୟ ଶୁଭ୍ରବର୍ଣ୍ଣ ହେଲା ଯେ, ପୃଥିବୀର କୌଣସି ରଜକ ସେପରି ଶୁଭ୍ରବର୍ଣ୍ଣ କରି ପାରେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುಚ್ಯಾ ಅಂಗಾ ವೈಲ್ಯಾ ಫಾಳಿಯಾ ಎವ್ಡ್ಯಾ ಫ್ಹಾಂಡ್ರೆ ಖಡ್ ಹೊಲ್ಲ್ಯಾಕಿ, ಹ್ಯಾ ದುನಿಯಾತ್ ಕೊನ್ಬಿ ಧುವ್ನ್ ತವ್ಡೆ ಫ್ಹಾಂಡ್ರೆ ಕರುಕ್ ಸಾದ್ಯ್ ನಾ.