Mark 9:30 — Compare Translations

7 translations compared side by side

Odia - 1840
"ତା'ପରେ ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ସେ ସ୍ଥାନ ଛାଡି ଚାଲିଗଲେ। ସମାନେେ ଗାଲିଲୀ ଦଇେ ଯାଉଥିଲେ। ସମାନେେ କେଉଁଠି ଅଛନ୍ତି ସେ କଥା ଲୋକେ ଜାଣନ୍ତୁ ବୋଲି ଯୀଶୁ ଚାହୁଁ ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ସେହି ସ୍ଥାନରୁ ପ୍ରସ୍ଥାନ କରି ଗାଲିଲୀର ମଧ୍ୟଦେଇ ଯାତ୍ରା କଲେ, ଆଉ କେହି ତାହା ଜାଣନ୍ତୁ ବୋଲି ତାହାଙ୍କର ଇଚ୍ଛା ନ ଥିଲା;
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଓ ତାଙ୍କ ଶିଷ୍ୟମାନେ ସେହି ସ୍ଥାନ ଛାଡ଼ି ଗାଲିଲୀ ଅଞ୍ଚଳ ଭିତର ଦେଇ ଯାତ୍ରା କଲେ। ସେ କେଉଁଠି ଅଛନ୍ତି, କେହି ନ ଜାଣନ୍ତୁ ବୋଲି ଯୀଶୁ ଚାହୁଁଥିଲେ,
Odia Bible ERV 2004 (ପବିତ୍ର ବାଇବଲ)
ନିଜ ମୃତ୍ୟୁ ସମ୍ବନ୍ଧରେ ଯୀଶୁଙ୍କ କଥନ ତା’ପରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ସେ ସ୍ଥାନ ଛାଡ଼ି ଗ୍ଭଲିଗଲେ। ସେମାନେ ଗାଲିଲୀ ଦେଇ ଯାଉଥିଲେ। ସେମାନେ କେଉଁଠି ଅଛନ୍ତି ସେ କଥା ଲୋକେ ଜାଣନ୍ତୁ ବୋଲି ଯୀଶୁ ଗ୍ଭହୁଁ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ସେହି ସ୍ଥାନରୁ ପ୍ରସ୍ଥାନ କରି ଗାଲିଲୀର ମଧ୍ୟ ଦେଇ ଯାତ୍ରା କଲେ, ଆଉ କେହି ତାହା ଜାଣନ୍ତୁ ବୋଲି ତାହାଙ୍କର ଇଚ୍ଛା ନ ଥିଲା;
Odia IRV 2017 (ଓଡିଆ ବାଇବେଲ)
ସେମାନେ ସେହି ସ୍ଥାନରୁ ପ୍ରସ୍ଥାନ କରି ଗାଲିଲୀର ମଧ୍ୟ ଦେଇ ଯାତ୍ରା କଲେ, ଆଉ କେହି ତାହା ଜାଣନ୍ତୁ ବୋଲି ତାହାଙ୍କର ଇଚ୍ଛା ନ ଥିଲା;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಅನಿ ತೆಚಿ ಶಿಸಾ ತೊ ಜಾಗೊ ಸೊಡುನ್ ಗಾಲಿಲಿಯಾತ್ನಾ ಪಾರ್ ಹೊವ್ನ್ ಜಾವ್‍ಲಾಗಲ್ಲ್ಯಾನಿ, ಅಪ್ನಿ ಖೈ ಹಾವ್ ಮನುನ್ ಲೊಕಾಕ್ನಿ ಕಳ್ತಲೆ ಜೆಜುಕ್ ನಕ್ಕೊ ಹೊತ್ತೆ,